ରାହୁଲଙ୍କ ସଦସ୍ୟତା ରଦ୍ଦ ମାମଲା: ପ୍ରତିକ୍ରିୟା ପ୍ରକାଶ କଲା ଜର୍ମାନୀ

ବର୍ଲିନ୍‌/ନୂଆଦିଲ୍ଲୀ,୩୦।୩: ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ବାତିଲ ଉପରେ ଜର୍ମାନୀ ପ୍ରତିକ୍ରିୟା ପ୍ରକାଶ କରିଛି। ଜର୍ମାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ରାହୁଲଙ୍କ ବିରୋଧରେ ନିଆଯାଇଥିବା କୌଣସି କାର୍ଯ୍ୟ ନ୍ୟାୟିକ ସ୍ବାଧୀନତା ମଧ୍ୟରେ ଏବଂ ତାଙ୍କର ମୌଳିକ ଅଧିକାରକୁ ଦୃଷ୍ଟିରେ ରଖି କରାଯିବ ବୋଲି ଆମେ ନିଶ୍ଚିତ। ଆମର ଜ୍ଞାନ ଅନୁଯାୟୀ ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହେବା ପରେ ମଧ୍ୟ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିବାର ବିକଳ୍ପ ରହିଛି। ଜର୍ମାନୀର ବୈଦେଶିକ ମନ୍ତ୍ରଣାଳୟର ବିବୃତି ପରେ ଏପର୍ଯ୍ୟନ୍ତ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୌଣସି ପ୍ରତିକ୍ରିୟା ଦିଆଯାଇନାହିଁ।
ସୂଚନାଯୋଗ୍ୟ, ୨୦୧୯ରେ ରାହୁଲଙ୍କ ‘ସବୁ ମୋଦି ଚୋର’ ମନ୍ତବ୍ୟ ପାଇଁ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯିବା ସହ ୨ ବର୍ଷ ଜେଲଦଣ୍ଡ ହେବା ପରେ ତାଙ୍କ ଲୋକ ସଭା ସଭ୍ୟପଦ ଚାଲିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri