ମାତ୍ର ୪୦ଟଙ୍କାରେ ମିଳିବ ୨ଲକ୍ଷ ଲାଭ, ଜାଣି ନିଅନ୍ତୁ କେମିତି ପାଇବେ ଏହି ସରକାରୀ ଯୋଜନାର ଲାଭ

ସାଧାରଣ ଲୋକଙ୍କୁ ବିତ୍ତୀୟ ସୁରକ୍ଷା ପ୍ରଦାନ କରିବାକୁ ସରକାର ନୂଆ ନୂଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । କିନ୍ତୁ ଆମେ ଆପଣଙ୍କୁ ଏମିତି ଗୋଟିଏ ସ୍କିମ ବିଷୟରେ କହିବାକୁ ଯାଉଛୁ ଯେଉଁଥିରେ ମାତ୍ର ୪୦ଟଙ୍କା ନିବେଶ କଲେ ୨ଲକ୍ଷ ଟଙ୍କା ଲାଭ ମିଳିବ। ତେବେ କଣ ଏହି ଯୋଜନା ଓ ଏହାଦ୍ୱାରା କିଭଳି ପରିବାର ସଦସ୍ୟ ଲାଭାନ୍ବିତ ହେବେ ଜାଣନ୍ତୁ…

LIC: ଏହି ଯୋଜନାରେ ପରିବାର ସଦସ୍ୟ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟଙ୍କା ପାଇ ପାରିବେ । ଏହି ଯୋଜନାରେ ସାମିଲ ହେବାକୁ ଜଣେ ବ୍ୟକ୍ତିଙ୍କ ବୟସ ୧୮ରୁ ୫୦ ବର୍ଷ ହେବା ଆବଶ୍ୟକ । ଏଭଳି ବୟସ ବର୍ଗର ବ୍ୟକ୍ତି ଏହି ଯୋଜନାରେ ସାମିଲ ହୋଇ ପାରିବେ । ଏଥିପାଇଁ ଜଣେ ବ୍ୟକ୍ତିଙ୍କୁ ମାସିକ ୪୩୬ ଟଙ୍କା ପ୍ରିମିୟମ ଦେବାକୁ ହେବ । ଯାହାଫଳରେ ପରବର୍ତ୍ତୀ ସମୟରେ ପରିବାର୍ଗଙ୍କୁ ଲାଭ ମିଳିବ। ଯଦି ପଲିସି ଅବଧି ଶେଷ ହେବା ପର୍ଯ୍ୟନ୍ତ ବୀମାଧାରୀ ସୁରକ୍ଷିତ ଥାଆନ୍ତି, ତେବେ କୌଣସି ଲାଭ ମିଳିବ ନାହିଁ । LIC ଏହି ଯୋଜନାରେ ମାସିକ ୪୩୬ ଟଙ୍କା ଦେବାକୁ ହେବ । ଏହାର ଅର୍ଥ ଦିନକୁ ୪୦ ଟଙ୍କାରୁ ବି କମ ଦେବାକୁ ପଡ଼େ । ପ୍ରତି ମାସର ୨୫ରୁ ୩୦ ତାରିଖ ମଧ୍ୟରେ ଏହି ଟଙ୍କା ଆପଣଙ୍କ ଆକାଉଣ୍ଟରୁ କଟିବ ।

ବୀମାଧାରୀଙ୍କ ମୃତ୍ୟୁ ପରେ ବ୍ୟକ୍ତିଙ୍କ ନାମାଙ୍କିତ ଥିବା ବ୍ୟକ୍ତିଙ୍କୁ ବୀମା କମ୍ପାନୀରେ ମୃତ୍ୟୁର ପ୍ରମାଣ ପତ୍ର ଦାଖଲ କରିବାକୁ ହେବ । ଡିସଚାର୍ଜ ରସିଦ ସହ ଅନ୍ୟ ଜରୁରୀ ଦସ୍ତାବିଜ ବି ଦାଖଲ କରିବାକୁ ହେବ । ମୃତ୍ୟୁର ୩୦ ଦିନ ମଧ୍ୟରେ ସମସ୍ତ ଦସ୍ତାବିଜ ଦାଖଲ କରି ଟଙ୍କା ଦାବି କରି ପାରିବେ ପରିବାର। ଏହି ଯୋଜନା LIC ସହ ଅନ୍ୟ ଘରୋଇ ବୀମା କମ୍ପାନୀରେ ଜଣେ ବ୍ୟକ୍ତି ପଞ୍ଜୀକରଣ କରି ପାରିବେ । ଜଣେ ବ୍ୟକ୍ତି ଯେକୌଣସି ବ୍ୟାଙ୍କକୁ ଯାଇ ଏହି ଯୋଜନା ବାବଦରେ ଅଧିକ ସୂଚନା ପାଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri