Posted inଜାତୀୟ

ନାଁ ନୀରଜ ହୋଇଥିଲେ ମିଳିବ ମାଗଣା ପେଟ୍ରୋଲ

ନୂଆଦିଲ୍ଲୀ, ୧୦।୮: ଫିଲ୍ଡ ଓ ଆଥ୍‌ଲେଟିକ୍ସରେ ଭାରତ ପାଇଁ ପ୍ରଥମ ଅଲିମ୍ପିକ୍‌ ପଦକ ଜିତିଥିବା ନୀରଜ ଚୋପ୍ରା ରାତାରାତି ସେନସେଶନ ପାଲଟି ଯାଇଛନ୍ତି। ହରିୟାଣାର ୨୩ ବର୍ଷୀୟ ଜାଭେଲିନ ଥ୍ରୋୟରଙ୍କ ଉପରେ ଦେଶବାସୀ ପୁରସ୍କାର ବର୍ଷା କରୁଥିବା ବେଳେ ଗୁଜୁରାଟ ବାରୁଚର ଏକ ତେଲ ଟାଙ୍କି ମାଲିକ ନୀରଜଙ୍କୁ ସମ୍ମାନିତ କରିବା ଲାଗି ବାଛିଛନ୍ତି ଏକ ଭିନ୍ନ ଉପାୟ।

ଯେଉଁମାନଙ୍କ ନାମ ନୀରଜ, ସେମାନଙ୍କୁ ମାଗଣାରେ ୫୦୧ ଟଙ୍କାର ପେଟ୍ରୋଲ ଦେବାକୁ ଘୋଷଣା କରିଛନ୍ତି ତେଲ ଟାଙ୍କି ମାଲିକ। ଏଭଳି ଘୋଷଣା ପରେ ତେଲ ଟାଙ୍କିରେ ଭିଡ଼ ଦେଖିବାକୁ ମିଳିଛି। ମାଲିକଙ୍କ ଅନୁଯାୟୀ, ଏହି ଅଫର କେବଳ ୨ ଦିନ ପର୍ଯ୍ୟନ୍ତ ଉପଲବ୍ଧ। ମାଗଣା ତେଲ ପାଇବା ପାଇଁ ସରକାରୀ ପରିଚୟ ପତ୍ର ଦେଖାଇବାକୁ ପଡ଼ିବ। ଏହି ଘୋଷଣାର କିଛି ଘଣ୍ଟା ମଧ୍ୟରେ ୩୦ ଜଣ ନୀରଜଙ୍କୁ ମାଗଣାରେ ପେଟ୍ରୋଲ ଦିଆଯାଇଥିବା ତେଲ ଟାଙ୍କି ମାଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ମନ୍ଦିରରେ ଖଲିସ୍ତାନୀ ସ୍ଲୋଗାନ

ଅମୃତସର,୭।୬: ପଞ୍ଜାବର ଅମୃତସର ସ୍ଥିତ ସ୍ବର୍ଣ୍ଣମନ୍ଦିରରେ ସୋମବାର ଖଲିସ୍ତାନୀ ସମର୍ଥକମାନେ ଦେଶ ବିରୋଧୀ ସ୍ଲୋଗାନ ଦେଇଛନ୍ତି। ଅପରେଶନ ବ୍ଲୁ ଷ୍ଟାରର ୩୮ବର୍ଷ ପୂର୍ତ୍ତି ଅବସରରେ ବହୁସଂଖ୍ୟାରେ...

ଦିଲ୍ଲୀରେ କରୋନା ଗୋଷ୍ଠୀ ସଂକ୍ରମଣ ସଙ୍କେତ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୯।୬: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବାର ସଙ୍କେତ ମିଳିଥିବା ରାଜ୍ୟ ସ୍ବାସ୍ଥ୍ୟ...

ଦୃଷ୍ଟିଶକ୍ତି ହରାଇଲେଣି ୧୪ ଜଣ

ନୂଆଦିଲ୍ଲୀ/ସୁରଟ, ୮।୫: କରୋନା ମହାମାରୀରୁ ଆରୋଗ୍ୟ ହେବା ପରେ ସଂକ୍ରମିତଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ବା ମୁକୋରମାଇକୋସିସ୍‌ ଭଳି ମାରାତ୍ମକ ରୋଗର ଲକ୍ଷଣ ଦେଖିବାକୁ ମିଳିଛି। ଦିଲ୍ଲୀ...

କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ଘରେ ସିବିଆଇ ଚଢାଉ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି(ସିବିଆଇ)ପକ୍ଷରୁ ମଙ୍ଗଳବାର ସକାଳେ ସିବିଆଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ଘର...

ପାସପୋର୍ଟରେ ମା’ଙ୍କ ନାଁ ବଦଳାଇବାକୁ ଚାହୁଛନ୍ତି ମେହେବୁବାଙ୍କ ଝିଅ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରେଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତିଙ୍କ ସାନ ଝିଅ ଏବେ ପାସପୋର୍ଟରେ ମା’ ମେହେବୁବାଙ୍କ ନାଁରେ ପରିବର୍ତ୍ତନ...

ଇସ୍କନରେ ହେଲା ରଥଯାତ୍ରା

କୋଲକାତା,୨୩।୬: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ସାରା ବିଶ୍ୱରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କରୋନା ମହାମାରୀ ପାଇଁ ଏହା ଫିକା ପଡିଯାଇଛି। ସୁପ୍ରିମକୋର୍ଟଙ୍କ ଅନୁମତି...

ନେପାଳ ସୀମାରେ ସଂକ୍ରମଣ ବଢ଼ାଇପାରେ ପାକ୍‌

ନୂଆଦିଲ୍ଲୀ, ୧୬।୪: ଭାରତ-ନେପାଳରେ ସୀମାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ାଇବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର କରିପାରେ ବୋଲି ଭାଜପା ଏମ୍‌ପି ବିଜୟ ଦୁବେ ଆଶଙ୍କା ବ୍ୟକ୍ତ...

ପନ୍ତଙ୍କ ମା’ଙ୍କ ସହ ଫୋନ୍‌ରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଶୁକ୍ରବାର ସେ ପନ୍ତଙ୍କ...

Advertisement
Archives

Model This Week