Ration card renewal: ପାଇବେ ମାଗଣା ରାସନ, ତୁରନ୍ତ ଅପଡେଟ୍‌ କରନ୍ତୁ ରାସନ କାର୍ଡ

ରାସନ କାର୍ଡ଼ଧାରୀଙ୍କ ପାଇଁ ବଡ଼ ଖବର। ମିଳିବ ମାଗଣା ରାସନ। ପ୍ରତିମାସରେ ମାଗଣା ଚାଉଳ-ଗହମ ସହ ଅନ୍ୟ ଜିନିଷ ମଧ୍ୟ ମିଳିବ। କିନ୍ତୁ ଆସନ୍ତା ମାର୍ଚ୍ଚ ସୁଦ୍ଧା ଏହି ଗୁରୁତ୍ୱପୂର୍ଣ୍ଣ କାମ କରିବାକୁ ପଡିବ। ଏହାଦ୍ୱାରା ଫ୍ରି’ରେ ରାସନ ପାଇପାରିବେ। ସରକାରୀ ଯୋଜନା ଅଧୀନରେ ମାଗଣା ଏବଂ ସବସିଡିଯୁକ୍ତ ରାସନ ପାଇବା ପାଇଁ ଏକ ରାସନ କାର୍ଡ ରହିବା ଆବଶ୍ୟକ। ଯଦି ଏପରି କରି ନାହାନ୍ତି ତେବେ ତୁରନ୍ତ ରାସନ କାର୍ଡ ଅପଡେଟ କରନ୍ତୁ।

ସୂଚନା ଅନୁଯାୟୀ, ୭୭ ଲକ୍ଷ ରାସନ କାର୍ଡ ଅପଡେଟ୍‌ କରାଯାଉଛି। ତେଣୁ, ରାସନ କାର୍ଡ ଅପଡେଟ୍‌ ପାଇଁ ରାଜ୍ୟ ଖାଦ୍ୟ ବିଭାଗ ଏକ ନୂଆ ଆପ୍‌ ଲଞ୍ଚ କରିଛି। ଯାହା ମାଧ୍ୟମରେ ଆବେଦନ କରିପାରିବେ। ଏହି ଆପ୍‌କୁ ପ୍ଲେ ଷ୍ଟୋରକୁ କିମ୍ବା ଖାଦ୍ୟ ବିଭାଗ ୱେବସାଇଟରୁ ରାସନ କାର୍ଡଧାରୀ ଫୋନରେ ଡାଉନଲୋଡ କରିପାରିବେ। ଯଦି ଆପଣଙ୍କର ଆଣ୍ଡ୍ରଏଡ ସ୍ମାର୍ଟଫୋନ ନାହିଁ କିମ୍ବା ନେଟୱର୍କ କନେକ୍ସନ ନାହିଁ। ଆପଣ ଆପଣଙ୍କର ନିକଟତମ ନ୍ୟାୟ ମୂଲ୍ୟ ଦୋକାନକୁ ଯାଇ ରାସନ କାର୍ଡ ଅପଡେଟ ପାଇଁ ଅନଲାଇନ୍‌ ଆପ୍ଲାଏ କରିପାରିବେ। ରାସନ କାର୍ଡ ଅପଡେଟ କରିବାର ଶେଷ ତାରିଖ ଫେବୃଆରୀ ୨୫ ଥିବାବେଳେ ଏହାକୁ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଆମ ଆଦମୀ ପାର୍ଟି(ଏଏପି) ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri