‘ବିକାଶରେ ସାମିଲ ହୁଅ’

ଢେଙ୍କାନାଳ ଅଫିସ,୧୫ା୧ ଓଡ଼ିଶା କ୍ରୀଡ଼ା ଓ ଯୁବ ବିକାଶ ପରିଷଦ ଢେଙ୍କାନାଳ ଶାଖା ପକ୍ଷରୁ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ସୌମ୍ୟବ୍ରତ ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ସାମାଜିକ କର୍ମୀ ବିରଞ୍ଚତ୍ ନାରାୟଣ ସେଠ୍‌ ଯୋଗଦେଇ ମୂଲ୍ୟବୋଧ ଶିକ୍ଷା, ସାମାଜିକ କାର୍ଯ୍ୟ, କ୍ରୀଡ଼ା ସମେତ ସମସ୍ତ ବିକାଶମୂଳକ କାର୍ଯ୍ୟରେ ଯୁବପିଢ଼ି ନିଜକୁ ସାମିଲ କରିବାକୁ ଆହ୍ବାନ ଦେଇଥିଲେ। ରୋଟାରିଆନ୍‌ ରାଜକିଶୋର ବେହେରା, କ୍ରୀଡ଼ା ଶିକ୍ଷକ ରାମକୃଷ୍ଣ ବେହେରା, ରବୀନ୍ଦ୍ର ପରିଡା, ଆଶୁତୋଷ ପାଢ଼ୀ, ଅବିନାଶ ସାହୁ, ଇନ୍ଦ୍ରଜିତ୍‌ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ପଞ୍ଝାରେ ଆଇଟିଡିଏ ସହକାରୀ ନିର୍ଦ୍ଦେଶକ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri