Posted inଜାତୀୟ

‘ପ୍ରସ୍ତୁତ ହୁଅନ୍ତୁ, ଖୁବଶୀଘ୍ର ଆରମ୍ଭ ହେବ ନିଯୁକ୍ତି ପ୍ରକ୍ରିୟା’

ନୂଆଦିଲ୍ଲୀ,୧୭।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ ବିରୋଧ କରି ଛାତ୍ରମାନେ ରେଳ ଧାରଣା ଉପରେ ଧାରଣା ଦେଇଛନ୍ତି। ଏହାସହ ଟ୍ରେନ୍‌ରେ ନିଆଁ ଲଗାଇ ଦେଇଛନ୍ତି।
ଅନେକ ରାଜ୍ୟରେ ଉତ୍ତେଜନା ମଧ୍ୟରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, ମୁଁ ସମସ୍ତ ଯୁବକଙ୍କୁ ସେନାରେ ନିଯୁକ୍ତି ପାଇଁ ପ୍ରସ୍ତୁତ ହେବାକୁ ନିବେଦନ କରୁଛି। ସେମାନେ ଶାନ୍ତି ବଜାୟ ରଖନ୍ତୁ। ଖୁବ ଶୀଘ୍ର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଦୁଇ ବର୍ଷ ପାଇଁ ନିଯୁକ୍ତି ପ୍ରକ୍ରିୟା ବନ୍ଦ ଥିଲା। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ପାଇଁ ବୟସ ସୀମା ୨୧ ରୁ ୨୩ ବର୍ଷକୁ ହ୍ରାସ କରାଯାଇଛି। ଏହି କାରଣରୁ ଅନେକ ଯୁବକ ଏହି ଯୋଜନାର ଲାଭ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଦଳ ଛାଡିବାର ସାଂଘାତିକ କାରଣ କହିଦେଲେ ଦେବାଶିଷ, ପାଣ୍ଡିଆନଙ୍କୁ ନେଇ ସିଧା କହିଦେଲେ…

ଭୁବନେଶ୍ୱର, ୨୫।୫: ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ସୋମବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

ଆହୁରି ପ୍ରଚଣ୍ଡ ହେବ ତାତି, ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୨୫।୫: ରାଜ୍ୟରେ କିଛିଦିନ ହେବ ପ୍ରଚଣ୍ଡ ତାତି ଜାରି ରହିଛି । ତେବେ ଆଗକୁ ଆହୁରି ତାତି ବଢିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ…

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri