ଉଚ୍ଛେଦ ପୂର୍ବରୁ ବସ୍ତିବାସିନ୍ଦାଙ୍କୁ ଥଇଥାନ କର

କଟକ ଅଫିସ,୧୪ା୮: ବିନା ଥଇଥାନରେ ଜଗତ୍‌ପୁର ଝାଡୁ ବସ୍ତି ସମେତ ଅନ୍ୟାନ୍ୟ ବସ୍ତି ଉଚ୍ଛେଦ ପ୍ରତିବାଦରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବସ୍ତି ବାସିନ୍ଦାମାନେ ଦୀର୍ଘବର୍ଷ ଧରି ଉକ୍ତ ସ୍ଥାନରେ ରହି ଦିନମଜୁରିଆ ଭାବେ କାମ କରି ଜୀବିକା ନିର୍ବାହ କରୁଛନ୍ତି। ରେଳ ବିଭାଗ ବିଭିନ୍ନ ପ୍ରକଳ୍ପ ନଁ।ରେ ୫ ବର୍ଷ ହେବ ବସ୍ତିଗୁଡିକ ଉଚ୍ଛେଦ ପାଇଁ ଉଦ୍ୟମ କରି ଆସୁଛି। ତେବେ ଉଚ୍ଛେଦ ପୂର୍ବରୁ ଥଇଥାନ ପାଇଁ କଟକ ଜିଲା ପ୍ରଶାସନ, ରେଳ ବିଭାଗର ଡିଆର୍‌ଏମ୍‌, ଜେନେରାଲ ମ୍ୟାନେଜର ଓ ରେଳ ମନ୍ତ୍ରୀଙ୍କୁ ଦରଖାସ୍ତ ଦିଆଯାଇଛି। ହେଲେ କୌଣସି ସୁଫଳ ମିଳିପାରିନାହିଁ। ଉଚ୍ଛେଦ ପୂର୍ବରୁ ଥଇଥାନ, ଉଚ୍ଛେଦ ନୋଟିସ୍‌ ପ୍ରତ୍ୟାହାର କରିବା ପାଇଁ ମଞ୍ଚ ପକ୍ଷରୁ ଦାବି ହୋଇଛି। ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ଆବାହକ ଖଗେଶ୍ୱର ସେଠୀ, ବସ୍ତି ନେତା ଦୀପକ ଦାସ, ପାଭେଲ ପ୍ରିୟଦର୍ଶନ, ସସ୍ମିତା ମହାନ୍ତି, ସିପ୍ରା ମହାନ୍ତି ପ୍ରମୁଖ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ...

ନବମ ଶ୍ରେଣୀ ଛାତ୍ରୀ ହେଲେ ମାଆ: ପୋଲିସ ତନାଘନା ଆରମ୍ଭ

କେନ୍ଦୁଝର,୨୭ା୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଜଣେ ୧୫ ବର୍ଷର ଆଦିବାସୀ ଛାତ୍ରୀ କନ୍ୟା ସନ୍ତାନଙ୍କୁ ଜନ୍ମ...

ପୁନଃ ଭୋଟଗଣତି ଦାବିରେ ଧାରଣା

ସିମୁଳିଆ, ୧।୩(ଡି.ଏନ.ଏ.) – ବାଲେଶ୍ୱର ଜିଲା ସିମୁଳିଆ-ଖଇରା ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ସିମୁଳିଆ ବ୍ଲକର ୪୦ନଂ. ଜୋନ ମାର୍କୋଣା ପଞ୍ଚାୟତର ଭୋଟ୍‌ ଗଣନାରେ ଅନିୟମିତତା ହୋଇଥିବା...

ତାର ସଜାଡ଼ିଲା ବିଦ୍ୟୁତ୍‌ ବିଭାଗ

କଣିହାଁ, ୧୪ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଉପରେ ୩୩ କେଭି...

କରୋନା ସଂକ୍ରମଣ ପ୍ରତିହତ ପାଇଁ ମକ୍‌ ଡ୍ରିଲ୍‌

କେନ୍ଦ୍ରାପଡ଼ା ଅଫିସ, ୨୮ା୧୨: ଚାଇନା ସମେତ ଅନ୍ୟ କେତେଗୋଟି ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ...

ଏସ୍‌ଏଚ୍‌ଜିରୁ ଏସ୍‌ଏମ୍‌ଇ ଲକ୍ଷ୍ୟ

ସୁନ୍ଦରଗଡ,୧୬।୧୧(ଡି.ଏନ.ଏ.): ମିଶନ ଶକ୍ତି ଅଧୀନରେ ପରିଚାଳିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଅଭିନବ ଦକ୍ଷତା ପ୍ରଦର୍ଶନ କରିଛନ୍ତି ା ସେମାନଙ୍କ ଆର୍ଥିକ ବିକାଶ ପାଇଁ ରାଜ୍ୟ...

ଶେଷ ରାଉଣ୍ଡରେ ୨ ଭୋଟରେ ଜିତିଲେ

ସମ୍ବଲପୁର,୧।୩(ବ୍ୟୁରୋ): ସମ୍ବଲପୁର ଜିଲାରେ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷଣା ହୋଇସାରିଛି। ମାତ୍ର ୨ଖଣ୍ଡ ଭୋଟରେ ଜଣେ ସରପଞ୍ଚ ପ୍ରାର୍ଥୀ ବିଜୟ ହେବା ଘଟଣା ଆଲୋଚନାର ବିଷୟ...

ସହଯୋଗ କଲାନି ପ୍ରଶାସନ: ଚାଲିଚାଲି ଗଲେ ଛତିଶଗଡ଼ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲା ଜଟଣୀ ନିକଟ ତରାବୋଇର ଏକ ଘରୋଇ ସଂସ୍ଥାରେ କାର୍ଯ୍ୟରତ ୧୦ଜଣ ଶ୍ରମିକ ଗୁରୁବାର ବିଳମ୍ବିତ ରାତିରେ ପରିବାର ସହ ଛତିଶଗଡ...

Advertisement
Archives

Model This Week