Posted inଫୁରସତ

ବିବାହ କରିବା ପଡ଼ିଲା ମହଙ୍ଗା: ସିଲ୍‌ ହେଲା ସମଗ୍ର ସହର

ବିବାହ ଉତ୍ସବକୁ ଲୋକେ ଧୂମ୍‌ ଧାମ୍‌ରେ ପାଳନ କରିଥାନ୍ତି। ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ମଧ୍ୟ ପଛାନ୍ତି ନାହିଁ। ହେଲେ କରୋନା ଯୋଗୁ ସବୁକିଛି ବଦଳିଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାଗମ ଉପରେ କଟକଣା ଜାରି କରାଯାଇଛି। ଭାରତରେ କୌଣସି କାର୍ଯ୍ୟକ୍ରମରେ ୫୦ରୁ ଅଧିକ ଲୋକ ସାମିଲ ହୋଇପାରିବେ ନାହିଁ ବୋଲି ପ୍ରତିବନ୍ଧକ ଲଗାଯାଇଛି। ଅନ୍ୟ ଦେଶମାନଙ୍କରେ ମଧ୍ୟ ଏମିତି କିଛି ପ୍ରତିବନ୍ଧକ ରହିଛି। ତେବେ ଅଧିକାଂଶ ସ୍ଥାନରେ ଲୋକ ସମାଗମ କରୋନା ବ୍ୟାପିବାର କାରଣ ପାଲଟୁଛି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ସ୍ପେନ୍‌ରେ। ଯାହା ଫଳରେ ସମ୍ପୂର୍ଣ୍ଣ ସହରକୁ ସିଲ୍‌ କରାଯାଇଛି।
ସ୍ପେନ୍‌ର ନଭାରେର ଟୁଡେଲାରେ ଏକ ବିବାହ କାର୍ଯ୍ୟକ୍ରମ ଚାଲିଥିଲା। ଏହି ସମାରୋହରେ ସାମିଲ ହୋଇଥିବା ୨୩ଜଣ କରୋନା ପଜିଟିଭ ଜଣାପଡ଼ିଛନ୍ତି। ଏଥିରେ ନିଜେ କନ୍ୟା ଏବଂ ତାଙ୍କ ମା’ ମଧ୍ୟ କରୋନା ପଜିଟିଭ ଥିବା ଜଣାପଡ଼ିଛି। ମେ’ ୩୦ରୁ ଏଠାରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗୋଟିଏ ଦିନରେ ୨୫୭ କରୋନା ପଜିଟିଭ ବାହାରିବା ଚିନ୍ତାର କାରଣ ପାଲଟିଛି। ଏହା ଦ୍ୱାରା ସହରର ୩୫ ହଜାର ଲୋକଙ୍କ ଜୀବନ ବିପଦରେ ପଡ଼ିଛି। ପୂର୍ବରୁ ଉକ୍ତ ସହରରେ କେବଳ ୭୩ଜଣ କରୋନା ପଜିଟିଭ ଥିଲେ। ତେବେ ଯେଉଁମାନେ କରୋନା ପଜିଟିଭ ଜଣାପଡ଼ିଛନ୍ତି ସମସ୍ତଙ୍କ ବୟସ ୫୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri