Posted inଖେଳ

ପଞ୍ଚମ ଆଫ୍ରିକୀୟ ଦେଶ ଭାବେ ବିଶ୍ୱକପ୍‌ରେ ସ୍ଥାନ ପାଇଲା ଘାନା

ଆକ୍ରା,୧୩ା୧୦: ଘାନା ପଞ୍ଚମ ଆଫ୍ରିକୀୟ ଦେଶ ଭାବେ ୨୦୨୬ ବିଶ୍ୱକପ୍‌ ଯୋଗ୍ୟତା ହାସଲ କରିଛି। ଘାନା ହେଉଛି ୨୦୧୦ କ୍ୱାର୍ଟରଫାଇନାଲିଷ୍ଟ। ଆସନ୍ତା ବର୍ଷ ଯୁକ୍ତରାଷ୍ଟ୍ର ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁଥିବା ଟୁର୍ନାମେଣ୍ଟ ଲାଗି ପୂର୍ବରୁ ଯୋଗ୍ୟତା ହାସଲ କରିଥିବା ଅନ୍ୟ ଅଫ୍ରିକୀୟ ଦେଶଗୁଡ଼ିକ ହେଲେ ଆଲଜେରିଆ, ଇଜିପ୍ଟ, ମରକ୍କୋ ଓ ଟ୍ୟୁନିସିଆ।

ଯୋଗ୍ୟତା ହାସଲ କରିବା ଲାଗି ଘାନା କମୋରସ ବିପକ୍ଷ ଏହାର ଶେଷ ଗ୍ରୁପ୍‌-୧ ମ୍ୟାଚରେ ଗୋଟିଏ ପଏଣ୍ଟ ଆବଶ୍ୟକ କରୁଥିଲା। ଦଳ ଆକ୍ରା ସ୍ପୋଟର୍‌ସ ଷ୍ଟାଡିୟମରେ ଏହି ମ୍ୟାଚ ୧-୦ ଗୋଲ୍‌ରେ ବିଜୟ ଲାଭ କରିଥିଲା। ଫଳରେ ଦଳ ପଛକୁ ପଛ କ୍ରମାଗତ ଦୁଇଥର ବିଶ୍ୱକପ୍‌ ଯୋଗ୍ୟତା ହାସଲ କରିପାରଛି।

ମାତ୍ର ମାଲିଠାରେ ଦ୍ୱିତୀୟ ସ୍ଥାନରେ ଥିବା ମାଡାଗାସ୍କର ମାଡାଗାସ୍କାର ପରବର୍ତ୍ତୀ ସମୟରେ ମାଲିଠାରୁ ୪-୧ରେ ହାରିଯାଇଥିଲା। ଟୋଟେନହାମ୍‌ ଫରଓ୍ବାର୍ଡ ମହମ୍ମଦ କୁଡୁସ ୪୭ତମ ମିନିଟରେ ନିର୍ଣ୍ଣାୟକ ଗୋଲ୍‌ରେ ଘାନା ଯୋଗ୍ୟତା ଅର୍ଜନ କରିଥିଲା।ମ୍ୟାଚରେ ପରାଜିତ ହୋଇଥିଲେ ମଧ୍ୟ ମାଡାଗାସ୍କଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri