ନାମାଙ୍କନ ଭରିଲେନି ଘାସିରାମ! ଭକ୍ତ କରିଦେଲେ…

ଭୁବନେଶ୍ୱର,୧୬ା୧୦(ରବିନାରାୟଣ ଜେନା): ଆସନ୍ତା ନଭେମ୍ବର ୧୧ରେ ହେବାକୁଥିବା ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ବୁଧବାର ଅପରାହ୍ନ ସୁଦ୍ଧା କୌଣସି ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିନାହାନ୍ତି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଅବଗତ କରାଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ପକ୍ଷରୁ ଆସନ୍ତା ୧୮ରେ ଘାସିରାମ ମାଝୀ ନାମାଙ୍କନପତ୍ର ଦାଖଲ କରିବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ବୁଧବାର ପୂର୍ବାହ୍ନରେ ଘାସିରାମ ଓ ତାଙ୍କ ସମର୍ଥକମାନେ ନାମାଙ୍କନପତ୍ର ଦାଖଲ କରିବା ଲାଗି ଜିଲା ରିଟର୍ନିଂ ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ମାତ୍ର ସେଠାରେ କାଗଜପତ୍ର ଯାଞ୍ଚବେଳେ ଜଣାପଡ଼ିଥିଲା ଯେ, ଘାସିରାମ ନିର୍ବାଚନ ଆୟୋଗଙ୍କ ନିୟମ ଅନୁଯାୟୀ କେତେକ କାଗଜପତ୍ର ପ୍ରସ୍ତୁତ କରିନାହାନ୍ତି। ଏହାକୁ ନେଇ ସେ ଓ ତାଙ୍କ ସମର୍ଥକ ଲେଉଟି ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri