ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ: ବିଜେଡି

ଭୁବନେଶ୍ୱର୨୦।୧୨(ଅନିଲ ଦାସ): ପାର୍ଲାମେଣ୍ଟରେ ଘଟିଥିବା ଘଟଣା ସଂସଦର ଗରିମା କ୍ଷୁଣ୍ଣ କରିଥିବା ବେଳେ ଏହାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ ବୋଲି ବିଜୁ ଜନତା ଦଳ ଦାବି କରିଛି।
ବିଜେଡି ମୁଖପାତ୍ର ତଥା ମିଡିଆ ସଂଯୋଜକ ଲେନିନ୍‌ ମହାନ୍ତି କହିଛନ୍ତି, ଗଣତନ୍ତ୍ରର ମନ୍ଦିର ସ୍ବରୂପ ସଂସଦର ମର୍ଯ୍ୟାଦାକୁ ଅକ୍ଷୁଣ୍ଣ ରଖିବା ସମସ୍ତଙ୍କ କର୍ତ୍ତବ୍ୟ। ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ଅହିଂସାର ଗୁରୁତ୍ୱ ଉପଲବ୍ଧି କରି ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ରଖିବା ପାଇଁ ପ୍ରସ୍ତାବ ରଖିଛନ୍ତି। ସଂସଦରେ ଘଟିଥିବା ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆସିବା ଅତ୍ୟନ୍ତ ଜରୁରୀ।
ବ୍ୟକ୍ତି ଆଇନକୁ ଉଲ୍ଲଂଘନ କରିଛନ୍ତି ଆଇନ ଅନୁସାରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ। ଏହାକୁ ନେଇ କୌଣସି ରାଜନୀତି ହେବା ଉଚିତ ନୁହେଁ। ସାଂସଦ ହୁଅନ୍ତୁ କି ବିଧାୟକ କିମ୍ବା ରାଜ୍ୟପାଳଙ୍କ ପୁଅ କେହି ଆଇନର ଊର୍ଦ୍ଧ୍ୱରେ ନୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri