Advertisement

ଖୋଲିଲା ଘଟଗାଁ ତାରିଣୀ ପୀଠ

ଘଟଗାଁ/କେନ୍ଦୁଝର,୧୮।୧: ଦୀର୍ଘ ୧୦ମାସ ପରେ ଖୋଲିଲା ଘଟଗାଁ ମା’ତାରିଣୀ ପୀଠ। ସୋମବାର ସକାଳେ ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ପରେ ସାଧାରଣ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମେ ସେବାୟତଙ୍କ ପରିବାର ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ମା’ଙ୍କୁ ଦର୍ଶନ କରିଥିଲେ। ପରେ ବିନା ଭୋଗ ସହ ମା’ଙ୍କ ଦର୍ଶନ ପାଇଁ ଜନସାଧାରଣଙ୍କୁ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଥିଲା।

ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଶ୍ରଦ୍ଧାଳୁ ଆସି ଲମ୍ବା ଧାଡ଼ିରେ ମା’ଙ୍କୁ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିଥିଲେ। ଘଟଗାଁ ତହସିଲଦାର ଜନକ ନାୟକ, ବିଡିଓ ନାରାୟଣ ଚନ୍ଦ୍ର ସାହୁ, ଏସ୍‌ଡିପିଓ ରବୀନ୍ଦ୍ରନାଥ ମଲ୍ଲିକ ଘଟଣାସ୍ଥଳରେ ଉପସ୍ଥିତ ରହି ତଦାରଖ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ମନ୍ଦିର ଟ୍ରଷ୍ଟର ସଭାପତି ରାଜେନ୍ଦ୍ର ପଟ୍ଟନାୟକ କହିଛନ୍ତି। ପ୍ରଥମ ଦିନରେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୃତ୍‌ପିଣ୍ଡ ପୁଣି ଚାଲି ପାରିବ

ବ୍ରହ୍ମପୁର ଅଫିସ୍‌,୧୬।୧୦: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତକ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର...

ଜମିପଟ୍ଟା ପାଇଁ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବରପାଲି,୨୦।୯(ଡି.ଏନ.ଏ.): ବରପାଲି ଏନ୍‌ଏସି ୱାର୍ଡ ନଂ. ୩ ଅଧୀନ କାଇଁଶିର ରୋଡ୍‌, ବେହେରାପଡା ଓ ଗୋପାଇପାଲି ମେନ୍‌ ରୋଡ୍‌ରେ ବାସ କରୁଥିବା କିଛି ଲୋକ ଜମିପଟ୍ଟା...

ବ୍ଲକଗ୍ରାଣ୍ଟ ସ୍କୁଲ ମରାମତି ପାଇଁ ପ୍ରତିଶ୍ରୁତି ଦେଲେ ମନ୍ତ୍ରୀ

ଗୋପ, ୩।୬(ଡି.ଏନ୍‌.ଏ.)-ଫନୀରେ କ୍ଷୟକ୍ଷତି ହୋଇଥିବା ଗୋପ ବ୍ଲକର ସମସ୍ତ ବ୍ଲକଗ୍ରାଣ୍ଟ ସ୍କୁଲ ଗୁଡ଼ିକୁ ଶିକ୍ଷାବର୍ଷ ପୂର୍ବରୁ ମରାମତି କରାଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ...

ବିହାରରେ ଅଟକିଛନ୍ତି ୨୨ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨୩।୩ କରୋନା ସଂକ୍ରମଣ ରୋକିବାକୁ ଦେଶବ୍ୟାପୀ ଜାରି ହୋଇଛି କଟକଣା। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବସ୍‌, ଟ୍ରେନ୍‌, ବିମାନ ସେବା ବାତିଲ କରାଯାଇଛି।...

ବୃଦ୍ଧାଙ୍ଗୁଳି ଛାପରେ ମତଦାନ ବୈଧ: ଉପଜିଲାପାଳ

ହାଟଡିହୀ,୬।୩(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ନିର୍ବାଚନ ଶେଷ ହୋଇଛି। କେତେକ ପଞ୍ଚାୟତରେ ନିର୍ବାଚନୀ ଫଳାଫଳକୁ ନେଇ ଅସନ୍ତୋଷ ଦେଖାଦେଇଛି l ଅନୁସାରେ, ଶଢା...

ବାଘଛାଲ ବିକୁଥିଲେ ଇଞ୍ଜିନିୟରିଂ ଛାତ୍ର

ବାରିପଦା ଅଫିସ,୨୦ା୯: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଗାନ୍ଧୀ ପାର୍କ ନିକଟରୁ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଚଢ଼ାଉ କରି ୨ଫୁଟର କଲରାପତରିଆ ବାଘଛାଲ...

ନକଲି ପ୍ରଶ୍ନପତ୍ର, ଗୁଜବକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ଏବଂ ଯୁକ୍ତ୨ ପରୀକ୍ଷା ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା...

ରଥ ପଥ ଭକ୍ତ ସମସ୍ତେ ପ୍ରସ୍ତୁତ: ନୟାଗଡ଼ରେ ୩ଟା ୩୦ରେ ହେବ ରଥଟଣା

ନୟାଗଡ଼ ଅଫିସ,୩।୭: ଗୁରୁବାର ଘୋଷଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ନୟାଗଡ଼ ସହର ଓଲ୍ଡଟାଉନ୍‌ଠାରେ ଥିବା ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ...

Advertisement
Archives

Model This Week