ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର ସରକାର ଉକ୍ତ ଘାଟି ସମ୍ପ୍ରସାରଣ କାର୍ଯ୍ୟ ଆସନ୍ତା ୨୦୨୮ ସୁଦ୍ଧା ସମ୍ପ୍ରସାରଣ କାର୍ଯ୍ୟ ଶେଷ କରିବାକୁ ଘୋଷଣା କରିଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇନାହିଁ। ଯଦି କାର୍ଯ୍ୟ ଆରମ୍ଭ କରାଯାଇନାହିଁ ତେବେ ସରକାର ଦେଇଥିବା ସମୟସୀମା ମଧ୍ୟରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ସାରିବା କେତେ ଦୂର ସମ୍ଭବ, ତାହା କହିବା ମୁସ୍କିଲ। ଏହାର ପ୍ରତିବାଦରେ ଆସନ୍ତା ୧୭ରେ ବଡ଼ଧରଣର ଆନ୍ଦୋଳନ ହେବାକୁ ଯାଉଥିବା ନେଇ ଏକ ଖବରଦାତା ସମ୍ମିଳନୀରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ପ୍ରତିକ୍ରିୟା ରଖି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ…

ଗଛକୁ ଧକ୍କା ଦେଇ ବିଲକୁ ପଶିଗଲା କାର୍, ଏକାଥରେ ଚାଲିଗଲା ମା’ପୁଅଙ୍କ ଜୀବନ

ବୁଗୁଡ଼ା,୧୫।୩(କାଳିଚରଣଦାଶ ): ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।କାର ଦୁର୍ଘଟଣାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା  ବେଳେ ବାପା…

ବିବାଦ ମଧ୍ୟରେ ଲୁଚି ଲୁଚି ବିବାହ କଲେ RCB ବୋଲର ୟଶ ଦୟାଲ୍

ନୂଆଦିଲ୍ଲୀ,୧୫ା୩: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ଦ୍ରୁତ ବୋଲର ୟଶ ଦୟାଲ୍ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଯୌନ ନିର୍ଯାତନା ଭଳି ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri