Posted inଅପରାଧ

କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ଆତ୍ମହତ୍ୟା କଲେ ଯୁବକ

ଗାଜିଆବାଦ, ୨୪।୬- ଉତ୍ତର ପ୍ରଦେଶର ଗାଜିଆବାଦ ସହରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କରୋନା ପଜିଟିଭ ବୋଲି ଜଣାପଡ଼ିବା ପରେ ଏଥିରେ ଭାଙ୍ଗିପଡ଼ି ଆତ୍ମହତ୍ୟା କରିଛନ୍ତି। ଗତ ୬ ଦିନ ହେବ ସେ ଜ୍ୱରରେ ପୀଡ଼ିତ ଥିଲେ। ଏହାପରେ ଡାକ୍ତରଙ୍କ ପରାମର୍ଶକ୍ରମେ ସେ କରୋନା ଟେଷ୍ଟ କରିଥିଲେ। କରୋନା ଟେଷ୍ଟ ରିପୋର୍ଟ ମଙ୍ଗଳବାର ରାତିରେ ପଜିଟିଭ ଆସିବା ପରେ ସେ ବ୍ୟସ୍ତ ବିବ୍ରତ ହୋଇପଡ଼ିଥିଲେ। ଘର ଲୋକ ତାଙ୍କୁ ବହୁତ ବୁଝାଇଥିଲେ ମଧ୍ୟ ସମସ୍ତେ ଶୋଇ ପଡ଼ିଲା ପରେ ଏହି ବ୍ୟକ୍ତି ଜଣଙ୍କ ପଙ୍ଖାରେ ଝୁଲି ପଡ଼ି ଆତ୍ମହତ୍ୟା କରିଥିଲେ। ମୃତ ବ୍ୟକ୍ତିଙ୍କ ୭୦ ବର୍ଷୀୟ ବୃଦ୍ଧା ମାଆ, ସ୍ତ୍ରୀ ଓ ପୁଅଙ୍କ ସମେତ ୧୦ଜଣ ଲୋକଙ୍କୁ ସ୍ଥାନୀୟ ପ୍ରଶାସନ କ୍ୱାରାଣ୍ଟାଇନରେ ନେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri