ଘୋଡାହାଡ଼ ନଦୀରେ ବନ୍ୟାସ୍ଥିତି: ଆସିକା – ଦିଗପହଣ୍ଡି – ପାଟପୁର ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି/ପାଟପୁର,୨।୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ଘୋଡ଼ାହାଡ଼ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ନଦୀର ଉପରମୁଣ୍ଡରେ ଥିବା ଗଜପତି ଜିଲାରେ ପ୍ରବଳ ବର୍ଷା ଯୋଗୁ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଗୁରୁବାର ସନ୍ଧ୍ୟା ପ୍ରାୟ ୬ ଟାରେ ଘୋଡ଼ାହାଡ଼ ନଦୀର ପାଟପୁର – ପଳାଶପୁର ବ୍ରିଜ ଉପରେ ବନ୍ୟାଜଳ ପ୍ରବାହିତ ହେବାରୁ ଆସିକା – ପାଟପୁର – ଦିଗପହଣ୍ଡିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ସେହିପରି ହରିଣା ଗ୍ରାମ ନିକଟ ଘୁଷୁରୀ ନାଳ ବ୍ରିଜକୁ ସଂଯୋଗ କରୁଥିବା ଖୁଲୁଡ଼ି – ନୂଆଗଡ ରାସ୍ତା ବର୍ଷା ଜଳରେ ଧୋଇ ହୋଇଯାଇଥିବାରୁ ଯାତାୟାତ ବନ୍ଦ ରହିଛି। ଭୀଷ୍ମଗିରି ଗ୍ରାମ ନିକଟରେ ଚାଲିଥିବା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ନିର୍ମାଣ କରୁଥିବା ଠିକାଦାର କ୍ୟାମ୍ପରେ ବର୍ଷାଜଳ ପଶିଯିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ୟାମ୍ପ ସମ୍ମୁଖରେ ଥିବା ଗାଡ଼ି ,ଯନ୍ତ୍ରାଂଶ ଓ ସିମେଣ୍ଟ ମିକ୍ସର ମେଶିନ ଭାସି ଯାଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri