Posted inଜାତୀୟ

ଗୁଲାମ ନବି ଆଜାଦଙ୍କ ପଦ୍ମ ସମ୍ମାନକୁ ନେଇ କଂଗ୍ରେସରେ ତିକ୍ତତା

ନୂଆଦିଲ୍ଲୀ,୨୭ ।୧: କଂଗ୍ରେସର ବରିଷ୍ଠ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବି ଆଜାଦଙ୍କୁ ମିଳିବ ପଦ୍ମ ଭୂଷଣ ସମ୍ମାନ । ଏହା ଘୋଷଣା ହେବା ପରେ ଏବେ କଗ୍ରେସରେ ତିକ୍ତତା ଆରମ୍ଭ ହୋଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ ଏହି ସମ୍ମାନନୁ ଦେଇ ଗୁଲାମ ନବିଙ୍କୁ କଟାକ୍ଷ କରିଥିବା ବେଳେ ଅନ୍ୟପଟେ ଦଳର ‘ଜି ୨୩’ନେତାଙ୍କ ମଧ୍ୟରେ ସାମିଲ କେତେଜଣ ନେତା ଗୁଲାମ ନବି ଆଜାଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ହେଲେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏପର୍ଯ୍ୟନ୍ତ ଗୁଲାମ ନବିଙ୍କୁ ଶୁଭେଚ୍ଛା ଜଣାଇ ନାହାନ୍ତି ।

ଜୟରାମ ରମେଶ ଟୁଇଟ୍ କରି କହିଛନ୍ତି, ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଜ ପଦ୍ମ ଭୂଷଣ ସମ୍ମାନ ନେବାକୁ ମନା କରି ଉଚିତ କରିଛନ୍ତି । କାରଣ ସେ ଆଜାଦ ରହିବାକୁ ଚାହାନ୍ତି ଗୁଲାମ ନୁହେଁ । ଏବେ ରମେଶଙ୍କ ଏହି ଟିପ୍ପଣିକୁ ନେଇ ଅନ୍ୟ କଂଗ୍ରେସ ନେତାକାନେ ତାଙ୍କୁ ସାମଲୋଚନା କରିଛନ୍ତି । କଂଗ୍ରେସ ଏସବୁ ଚିନ୍ତାଧାରା ଉପରକୁ ଯିବା ଦରକାରବୋଲି କହିଛନ୍ତି ପୂର୍ବତନ ଆଇନ ମନ୍ତ୍ରୀ ଅଶ୍ୱିନି କୁମାର । ସେହିପରି କଂଗ୍ରେସର ପୂର୍ବତନ ନେତା ସୁସ୍ମିତା ଦେବ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କୁ ପଦ୍ମ ଭୂଷଣ ଓ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଭାରତ ରତ୍ନ ମିଳିବା କ’ଣ ସେମାନଙ୍କୁ ଗୁଲାମ କରିଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri