Posted inଜାତୀୟ

କଂଗ୍ରେସରୁ ଇସ୍ତଫା ଦେଲେ ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଦଳରୁ ଇସ୍ତଫା ଦେଇଛନ୍ତି। ଆଜାଦ କଂଗ୍ରେସର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପାଞ୍ଚ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି। ଦଳର ସମସ୍ତ ପଦରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି।
ଇସ୍ତଫା ପତ୍ରରେ ଗୁଲାମ ନବୀ ଲେଖିଛନ୍ତି ଯେ, ମୁଁ ଅତ୍ୟନ୍ତ ଦୁଃଖିତ। ଭାବପ୍ରବଣ ହୃଦୟରେ ମୁଁ ଭାରତୀୟ ଜାତୀୟ କଂଗ୍ରେସ ସହିତ ମୋର ଦୀର୍ଘ ଦିନର ସମ୍ପର୍କ ଭାଙ୍ଗିବାକୁ ନିଷ୍ପତ୍ତି ନେଇଛି।
ଗୁଲାମ ନବୀ ଆଜାଦଙ୍କୁ କଂଗ୍ରେସର ଏକ ବଡ଼ ଚେହେରା ଭାବେ ବିବେଚନା କରାଯାଏ। ଅତୀତରେ ସେ ରାଜ୍ୟ ସଭାରେ ବିରୋଧୀ ଦଳର ନେତା ଥିଲେ। ସେ ଦୀର୍ଘ ଦିନ ଧରି ଦଳର ନୀତି ଉପରେ ଅସନ୍ତୁଷ୍ଟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ଦେଇ ଯାଉଥିବା ଜାହାଜଗୁଡ଼ିକୁ ଦେବାକୁ ପଡ଼ିବ ଟ୍ୟାକ୍ସ! ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ କହିଲା…

ମସ୍କାଟ,୨୭ା୬: ଇରାନ-ଆମେରିକା କଥାବାର୍ତ୍ତା ମଧ୍ୟରେ ଓମାନ ହର୍ମୁଜ ପ୍ରଣାଳୀ ଆଉ ପୂର୍ବ ପରି ଚାଲିପାରିବ ନାହିଁ। ରଣନୈତିକ ସମୁଦ୍ର ପଥରେ ପରିବହନ କରୁଥିବା ଜାହାଜଗୁଡ଼ିକୁ ଭବିଷ୍ୟତରେ କୌଣସି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri