Posted inଜାତୀୟ

ଏମ୍‌ପି କି ମନ୍ତ୍ରୀ ହେବାକୁ ଚାହୁଁନାହାନ୍ତି ଗୁଲାମ ନବି

ନୂଆଦିଲ୍ଲୀ,୧୧ ।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ରାଜ୍ୟ ସଭାରୁ ବିଦାୟ ନେଇଛନ୍ତି । ଏହାପରେ ସେ କହିଛନ୍ତି ଲୋକେ ଏବେ ତାଙ୍କୁ ବିଭିନ୍ନ ସ୍ଥାନରେ ଦେଖି ପାରିବେ । କାରଣ ଏବେ ସେ ସମ୍ପୂର୍ଣ୍ଣ ମୁକ୍ତ ହୋଇ ଯାଇଛନ୍ତି । କାରଣ ଏବେ ସେ ନା ଏମ୍‌ପି ହେବାକୁ ଆଶା ରଖିଛନ୍ତି ନା ମନ୍ତ୍ରୀ ଏହାସହ ପାର୍ଟିର କୌଣସି ପଦ ପାଇଁ ମଧ୍ୟ ସେ ଇଚ୍ଛୁକ ନୁହେଁ ବୋଲି ପ୍ରକାଶ କରିଛନ୍ତି । ସେ କହିଛନ୍ତି ରାଜନେତା ଭାବେ ସେ ଖୁସି ଅଛନ୍ତି । ଯେପର୍ଯ୍ୟନ୍ତ ବଞ୍ଚିଥିବେ ସେ ପର୍ଯ୍ୟନ୍ତ ସେ ଜନତାଙ୍କ ସେବା କରିବେ ବୋଲି କହିଛନ୍ତି । ଗଣମାଧ୍ୟମକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ସେ କହିଛନ୍ତି ୧୯୭୫ରୁ ମୁଁ ଜମ୍ମୁ-କଶ୍ମୀର ଯୁବ କଂଗ୍ରେର ପ୍ରଦେଶ ଅଧ୍ୟକ୍ଷ ଥିଲି । ଦଳର ବିଭିନ୍ନ ପଦରେ ମୁଁ କାମ କରି ସାରିଛି । ମୁଁ ଭିନ୍ନ ଭିନ୍ନ ପ୍ରଧାନମନ୍ତ୍ରୀଙ୍କ ସହ ମଧ୍ୟ କାମ କରି ସାରିଛି । ତେଣୁ ମୁଁ ନିଜକୁ ଭାଗ୍ୟଶାଳୀ ବୋଲି ଭାବୁଛି ଯେ ମୋତେ ଦେଶ ପାଇଁ କାମ କରିବାକୁ ସୁଯୋଗ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri