Posted inଜାତୀୟ

କଶ୍ମୀର ପଣ୍ଡିତଙ୍କ ସୁରକ୍ଷା ପାଇଁ ସମାଧାନ ସୁତ୍ର ଶେୟାର କଲେ ଗୁଲାମ ନବୀ ଆଜାଦ

ଶ୍ରୀନଗର,୨୫।୧୨: ଡେମୋକ୍ରାଟିକ ଆଜାଦ ପାର୍ଟି (ଡିଏପି)ର ସଭାପତି ଗୁଲାମ ନବୀ ଆଜାଦ କଶ୍ମୀରୀ ପଣ୍ଡିତଙ୍କ ସୁରକ୍ଷାକୁ ନେଇ ଚିନ୍ତିତ ଅଛନ୍ତି। ରବିବାର ସେ କହିଛନ୍ତି, ଯେପର୍ଯ୍ୟନ୍ତ କଶ୍ମୀରରେ ସ୍ଥିତି ସୁଧାର ନ ହୁଏ ସେ ପର୍ଯ୍ୟନ୍ତ କଶ୍ମୀର ପଣ୍ଡିତ କର୍ମଚାରୀଙ୍କୁ ଜମ୍ମୁକୁ ସ୍ଥାନାନ୍ତର କରାଯିବା ଉଚିତ। ଚାକିରି ଅପେକ୍ଷା ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ । ତେଣୁ କଶ୍ମୀର ପଣ୍ଡିତ କର୍ମଚାରୀଙ୍କୁ ଜମ୍ମୁର ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉ। ପରିସ୍ଥିତି ସୁଧାରିବା ପରେ ସେମାନେ ପୁଣି ସେହି ସ୍ଥାନକୁ ଫେରିଯିବେ। ଯଦି ତାଙ୍କ ଦଳ ଏଠାରେ କ୍ଷମତାକୁ ଭୋଟ ଦିଆଯାଏ ତେବେ ସେ ଏପରି ପଦକ୍ଷେପ ନେବାକୁ ପ୍ରତିଶୃତି ଦେଇଛନ୍ତି।
ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନରେ ବିଳମ୍ବ ବିଷୟରେ ପଚରାଯିବାରୁ ଆଜାଦ କହିଛନ୍ତି, ଆମେ ଗତ ୬ ବର୍ଷ ହେବ ଅପେକ୍ଷା କରିଛୁ। ସଂସଦରେ ମଧ୍ୟ ମୁଁ ଏହି ପ୍ରସଙ୍ଗକୁ ଅନେକ ଥର ଉଠାଇଥିଲି। ସେମାନେ ଆମକୁ ପଞ୍ଚାୟତ ନିର୍ବାଚନ କିମ୍ବା ଡିଡିସି ନିର୍ବାଚନ ଦେଖାଉଛନ୍ତି, କିନ୍ତୁ ପ୍ରକୃତ ବିଧାନସଭା ନିର୍ବାଚନ ହେଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବ ସମ୍ମୁଖରେ ପୋଲିସ ଜୋତାକୁ ଚୁମ୍ବନ ଦେଲେ ଏମ୍‌ପି

ହାଇଦ୍ରାବାଦ,୨୧।୧୨: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳର ଏମ୍‌ପି ଗୋରନ୍ତଲା ମାଧବ ଏବେ ଚର୍ଚ୍ଚାରେ। ସେ ତେଲ୍‌ଗୁ ଦେଶମ ପାର୍ଟି(ଟିଡିପି) ନେତା ଜେ. ସି. ଦିବାକର...

ମୋତିଆବିନ୍ଦୁ ଅପରେଶନ୍‌ ପରେ ଚାଲିଗଲା ୬ଜଣଙ୍କ ଦୃଷ୍ଟି ଶକ୍ତି: ଯାଞ୍ଚ ନିର୍ଦ୍ଦେଶ ଦେଲେ ସିଏମ୍‌ଓ

କାନପୁର,୨୨।୧୧: ଉତ୍ତରପ୍ରଦେଶ କାନପୁରରେ ସ୍ବାସ୍ଥ୍ୟବିଭାଗର ଅବହେଳାର ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ଏକ ଘରୋଇ ନର୍ସିଂ ହୋମରେ ଆଇ କ୍ୟାମ୍ପ୍‌ରେ ମୋତିଆବିନ୍ଦୁ ଅପରେଶନ୍‌ ପାଇଁ ଆସିଥିବା...

ବିଭିନ୍ନ ରାଜ୍ୟର ଉପନିର୍ବାଚନ ଫଳାଫଳ:୨୬ରେ ଏନ୍‌ଡିଏ, ୧୨ରେ କଂଗ୍ରେସ ବିଜୟୀ

ନୂଆଦିଲ୍ଲୀ,୨୫-୧୦:ଉତ୍ତରପ୍ରଦେଶର ୧୧ ବିଧାନସଭା ଆସନ ସମେତ ୧୭ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୧ ବିଧାନସଭା ଓ ୨ ଲୋକ ସଭା ଆସନ ଲାଗି...

ଥାନାରୁ ୧୪୦୦ ପେଟି ମଦ ଚୋରାଇ ନେଲେ ପୋଲିସ ବାବୁ

ଅଲିଗଡ,୧୩।୩: ଉତ୍ତରପ୍ରଦେଶର ଅଲିଗଡ଼ ଅଞ୍ଚଳର ଏଟା ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଫିଆଙ୍କଠାରୁ ଜବତ ହୋଇଥିବା ମଦ ପେଟି ଗଣା ଯିବା ସମୟରେ ଏଥିରେ...

ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଘୋଡ଼ାବେପାର

ଜୟପୁର, ୧୨ା୬:ମଧ୍ୟପ୍ରଦେଶରେ କମଳନାଥ ସରକାର ପରେ ଭାଜପା ଏବେ ରାଜସ୍ଥାନ ସରକାରକୁ ଭାଙ୍ଗିବା ଲାଗି ପ୍ରୟାସ ଜାରି ରଖିଛି। ବିଶେଷକରି ଜୁନ୍‌ ୧୯ରେ ରାଜ୍ୟ ସଭା...

ଘରୋଇ କମ୍ପାନୀ ଭାରତୀୟ ସେନା ପାଇଁ ନିର୍ମାଣ କରିବେ ହେଲିକପ୍ଟର, ପ୍ରତିରକ୍ଷା ମନ୍ତ୍ରଣାଳୟ ଦେବେ ଅନୁମତି…

ନୂଆଦିଲ୍ଲୀ,୧୭।୭ : ପ୍ରତିରକ୍ଷା ଅଧିଗ୍ରହଣ ପ୍ରକ୍ରିୟା (ଡିଏପି)ର ମାନୁଆଲରେ ପରିବର୍ତ୍ତନ ଆଣିବାକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଏହା ଅନ୍ତର୍ଗତ ଘରୋଇ କମ୍ପାନୀଗୁଡ଼ିକ ଭାରତୀୟ ସେନାଙ୍କ...

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର: କିସ୍ତିରେ ପଇଠ କରିହେବ ବିଲ୍‌

ମୁମ୍ବାଇ,୩୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ସେଠାରେ ଅନେକ ଲୋକ ରୋଜଗାର ହରାଇ ବସିଛନ୍ତି। ଏମିତିକି କରୋନା ସଂକ୍ରମଣକୁ...

ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ପ୍ରସ୍ତୁତ ହେଉଛି ହଜାରେ ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ

ମୁମ୍ବାଇ,୨୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିବା ପରେ ଏବେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରିହାନମୁମ୍ବାଇ ମ୍ୟୁନିସିପାଲ...

Advertisement
Archives

Model This Week