Posted inଜାତୀୟ

ପୁଣି ଘର ବାହୁଡିବେ ଗୁଲାମ ନବୀ ଆଜାଦ! ଜାତୀୟ ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୨୨।୮: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନକୁ ଆଉ କିଛି ସପ୍ତାହ ବାକି ଥିବାବେଳେ ରାଜନୈତିକ ପାଗ ସରଗରମ ରହିଛି। ଏହାରି ଭିତରେ ଚର୍ଚ୍ଚା ଆରମ୍ଭ ହୋଇଛି କି, ଗୁଲାମ ନବୀ ଆଜାଦ ଯିଏକି ୨୦୧୯ରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ନିଜର ଏକ ରାଜନୈତିକ ପାର୍ଟି ଗଠନ କରିଥିଲେ, ଏବେ ସେ ପୁଣି ଘର ବାହୁଡା କରିବାକୁ ଯାଉଛନ୍ତି।

ହେଲେ ଆଜାଦଙ୍କ ପାର୍ଟି ଏହାକୁ ଗୁଜବ କହି ଖଣ୍ଡନ କରିଥିବାବେଳେ କଂଗ୍ରେସ ନେତାଙ୍କୁ ମିଛ ଗୁଜବ ପ୍ରଚାର କରୁଥିବା ଅଭିଯୋଗ କରିଛନ୍ତି। ଆଜାଦଙ୍କ ପାର୍ଟି କହିଛି, ଏହି ଖବର ସମ୍ପୂର୍ଣ୍ଣ ତଥ୍ୟହୀନ ଅଟେ। ଆମ ଦଳକୁ ଭାଙ୍ଗିବାକୁ ଏମାନେ ସୁଚିନ୍ତିତ ପ୍ରୟାସ କରୁଛନ୍ତି। ଡେମୋକ୍ରାଟିକ ପ୍ରୋଗେସିଭ ଆଜାଦ ପାର୍ଟିର ପ୍ରବକ୍ତା କହିଛନ୍ତି, ଆଜାଦ ଦଳର ସମସ୍ତ କାର୍ଯ୍ୟକର୍ତ୍ତା ଓ ନେତାଙ୍କୁ ଅନୁରୋଧ କରିଛନ୍ତି କି, ଏପରି ଗୁଜବ କଥାରୁ ଦୂରେଇ ରୁହନ୍ତୁ।

ରିପୋର୍ଟ ଅନୁସାରେ, ଅବଦୁଲ ମଜିଦ ବନୀ, ଗୁଲଜାର ବାନୀ ଓ ମହମ୍ମଦ ଅମିନ ଭଟଙ୍କ ସମେତ ପୁର୍ବ କଂଗ୍ରେସ ବିଧାୟକମାନେ ଆଜାଦଙ୍କ ଡିପିଏ ପାର୍ଟି ଛାଡି କଂଗ୍ରେସରେ ସାମିଲ ହୋଇପାରନ୍ତି। ତେବେ ସେମାନେ ମଧ୍ୟ ଆଜାଦଙ୍କ ନେଇ ଏହି ଚର୍ଚ୍ଚାକୁ ଖଣ୍ଡନ କରି ନାହାନ୍ତି। ସେମାନେ କହିଛନ୍ତି ଯେ, ଡିପିଏ ପାର୍ଟି ସାମିଲ୍‌ ହେବା ପରେ ସେମାନେ ଅସନ୍ତୋଷ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri