Posted inଜାତୀୟ

ପୁଣି ଫେରିବେକି ଗୁଲାମ ନବୀ ? କଂଗ୍ରେସ ସପକ୍ଷରେ ଦେଲେ ମନ୍ତବ୍ୟ…

ନୂଆଦିଲ୍ଲୀ,୭।୧୧ : କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ପୁଣି ଥରେ କଂଗ୍ରେସକୁ ଫେରିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଗଲାମ ନବୀ ଦେଇଥିବା ମନ୍ତବ୍ୟ ନେଇ ଏଭଳି ଚର୍ଚ୍ଚା ହେଉଛି। ସେ କହିଛନ୍ତି ଯେ, ଭାଜପାକୁ କେବଳ କଂଗ୍ରେସ ହିଁ ଜବାବ ଦେଇପାରିବ। କଂଗ୍ରେସ ସହଜରେ ଭାଜପାର ମୁକାବିଲା କରିବାକୁ ସକ୍ଷମ। ସେହିପରି ଏଏପିକୁ ଟାର୍ଗେଟ କରି ସେ କହିଛନ୍ତି ଯେ, ଏଏପି ହେଉଛି ଦିଲ୍ଲୀର ଏକ ରାଜନୈତିକ ଦଳ। ଏହା ଜାତୀୟ ଦଳ ନୁହେଁ। ଏହା ଭାଜପା ସହିତ ସମକ୍ଷକ ହୋଇ ପାରିବ ନାହିଁ। ଗୁଲାମ ନବୀଙ୍କ ଏଭଳି ମନ୍ତବ୍ୟ ପରେ ଏବେ ସେ ହୁଏତ କଂଗ୍ରେସକୁ ଫେରି ପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା…

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri