ନାସାର ଚେତାବନୀ: ୩ ଦିନ ପରେ ପୃଥିବୀ ସହ ମାଡ଼ ହେବ ବିଶାଳକାୟ ଗ୍ରହ, ୧୦ ମହଲାଠାରୁ ବି ବଡ଼

ଓ୍ବାଶିଂଟନ,୧୧ା୩: ଅନେକ ଥର ଏମିତି ଖବର ସାମ୍ନାକୁ ଆସିଥାଏ, ଯେଉଁଥିରେ ସୃଷ୍ଟି ଧ୍ୱଂସ ହେବାର  ସମ୍ଭାବନା ପ୍ରକାଶ ପାଇଥାଏ। କୁହାଯାଏ, ବିଶ୍ୱ ଏପରି ଦିନେ ନା ଦିନେ ଶେଷ ହେବ। ପୁଣି  ସେମିତି ଏକ ଖବର ସାମ୍ନାକୁ ଆସିଛି। ନାସା ଅନୁଯାୟୀ, ଶନିବାରଠାରୁ ତିନି ଦିନ ପରେ ଏକ ବିଶାଳ ଗ୍ରହ ପୃଥିବୀକୁ ଆସିପାରେ। ଏହି ଗ୍ରହର ଆକାର ୧୦ ମହଲା କୋଠାଠାରୁ ବି ବଡ଼ ଏବଂ ଏହା ପୃଥିବୀ ଆଡ଼କୁ ବହୁତ ଦ୍ରୁତଗତିରେ ମାଡ଼ି ଆସୁଛି।

ଏହି ବଡ଼ ଗ୍ରହକୁ ୨୦୨୩ ସିଏମ୍‌ ନାମରେ ନାମିତ କରାଯାଇଛି। ଏହାର ଉଚ୍ଚତା ପ୍ରାୟ ୧୮୦ ମିଟର ଅର୍ଥାତ୍‌ ୫୯୦ ଫୁଟ ବୋଲି କୁହାଯାଏ। ଏହି ଗ୍ରହଟି ଘଣ୍ଟା ପ୍ରତି ପ୍ରାୟ ୫୦, ୪୭୪ କିଲୋମିଟର ବେଗରେ ପୃଥିବୀ ଆଡ଼କୁ ମାଡ଼ି ଆସୁଛି। ନାସା ପ୍ରଥମେ ୨ ଫେବୃୟାରୀରେ ଏହି ଗ୍ରହକୁ ଦେଖିଥିଲା। ସେବେଠାରୁ ଏହାକୁ ନିରନ୍ତର ତଦାରଖ କରାଯାଉଥିଲା। ବର୍ତ୍ତମାନ ଯେଉଁ ଗତି ସହିତ ଏହା ବୃଦ୍ଧି ପାଉଛି, ଅନୁମାନ କରାଯାଇଛି ଯେ, ତିନି ଦିନ ପରେ ଏହା ପୃଥିବୀର ଅତି ନିକଟବର୍ତ୍ତୀ ହେବ।

ନାସା ଏହି ଗ୍ରହକୁ ପୃଥିବୀ ପାଇଁ ବିପଜ୍ଜନକ ବୋଲି କହିଛି। ଏହା ଘଣ୍ଟା ପ୍ରତି ୨୫ ହଜାରରୁ ୪୦ ହଜାର କିଲୋମିଟର ବେଗରେ ଗତି କରୁଛି। ଯଦି ଏହା ପୃଥିବୀର ନିକଟତର ହେବା ସମୟରେ ଟିକିଏ ଗତି ପରିବର୍ତ୍ତନ କରେ କିମ୍ବା ପୃଥିବୀର ମାଧ୍ୟାକର୍ଷଣ ହେତୁ ଯଦି ଏହାର ପଥରେ ସାମାନ୍ୟ ବାଧା ଆସେ, ତେବେ ଏହା ପୃଥିବୀ ସହିତ ଧକ୍କା ହେବ ଏବଂ ଏତେ ଉଚ୍ଚ ଗତି ହେତୁ ପୃଥିବୀ ଧ୍ୱଂସ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri