ପାଟଣା,୩୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ମଲ୍ଲିପଶି ବଜାରରେ ଶୁକ୍ରବାର ଜଏଣ୍ଟ ଏନ୍ଫୋର୍ସ ମେଣ୍ଟ ଟିମ୍ ଚଢ଼ାଉ କରିଥିଲା। ୨୨ଟି ଦୋକାନରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ ଭାବେ ବିକ୍ରି ହେଉଥିବା ଗୁଟୁକା, ଖଇନି, ସିଗାରେଟ୍, ପାନମସଲା ଓ ଦୂଷିତ, ବାସୀ ଖାଦ୍ୟ ବିକ୍ରି କରୁଥିବା ଦୋକାନୀଙ୍କଠାରୁ ୪ ହଜାର ୫ ଶହ ଟଙ୍କା ଓ ପ୍ରଦୂଷିତ ଖାଦ୍ୟ ବିକ୍ରି କରୁଥିବା ହୋଟେଲରୁ ୨୮ ଶହ ଟଙ୍କା ଜରିମାନା ଆଦାୟ କରିଥିଲେ। ଚଢ଼ାଉରେ ଜିଲା ଖାଦ୍ୟ ସୁରକ୍ଷା ଅଧିକାରୀ ଜିତେନ୍ଦ୍ର ମହାନ୍ତ, ଜାତୀୟ ତମ୍ବାଖୁ ନିରୋଧ ଜିଲା ସଂଯୋଜିକା ଡ଼. ସୁଜାତା କବି, ପାଟଣା ଏଏସ୍ଆଇ ବିମଳ ଗିରି, ପାଟଣା ଅବକାରୀ ଅଧିକାରୀ ଶରତ ଚନ୍ଦ୍ର ବାରିକ ପ୍ରମୁଖ ସାମିଲଥିଲେ।
ଜଏଣ୍ଟ ଏନ୍ଫୋର୍ସ ମେଣ୍ଟ ଟିମ୍ର ଚଢ଼ାଉ : ୭ ହଜାରରୁ ଊର୍ଦ୍ଧ୍ୱ ତଣ୍ଡ ଗଣିଲେ ଦୋକାନୀ
Posted inଆମ ଜିଲା ଖବର, କେନ୍ଦୁଝର View All
ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ
ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...
କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…
ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...
ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି
ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...
ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…
ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...
ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା
ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...
୧୦୨ ହୋମ୍ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା
ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍...
ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…
କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...
ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ
ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...
Archives


