ଜଏଣ୍ଟ ପେନ୍‌ ହେଉଥିଲେ…ଆପଣାନ୍ତୁ ଏହି ଟିପ୍ସ

ଶୀତଦିନେ ତାପମାତ୍ରା କମ୍‌ ଥିବାରୁ ଜଏଣ୍ଟ ପେନ୍‌ ସମସ୍ୟା ଦେଖାଦିଏ । ତେଣୁ ଏହି ସମସ୍ୟାରୁ ମୁକ୍ତି ପାଇଁ କ’ଣ କରିବେ ଜାଣନ୍ତୁ…
-ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇଁ ଶୀତଦିନେ ବିଭିନ୍ନ ଉପାୟ କରିପାରିବେ। ଖାଦ୍ୟପେୟରେ ସାବଧାନତା ସହିତ ଏକ୍ସରସାଇଜ୍‌ ଓ କିଛି ଘରୋଇ ଚିକିତ୍ସା ମାଧ୍ୟମରେ ଏହି ସମସ୍ୟାର ସମାଧାନ କରିପାରିବେ।
-ଜଏଣ୍ଟ ପେନ୍‌ ହେଉଥିବା ସମୟରେ ଉଷୁମ ସେକ ଦିଅନ୍ତୁ। ପାଣି ପଟି କିମ୍ବା ହଟ୍‌ ୱାଟର ବ୍ୟାଗ୍‌ରେ ସେକ ଦିଅନ୍ତୁ।
-ଦରଜ ହେଉଥିବା ସ୍ଥାନରେ ତେଲ ଲଗାଇ ପ୍ରତିଦିନ ମାଲିସ କରନ୍ତୁ।
-ପ୍ରତିଦିନ ସକାଳେ ୩୦-୪୦ ମିନିଟ୍‌ ପର୍ଯ୍ୟନ୍ତ ଯୋଗ, ବ୍ୟାୟାମ କରିବା ସହିତ କିଛି ସମୟ ଚାଲନ୍ତୁ।
-ସକାଳୁ ୧୫-୨୦ ମିନିଟ୍‌ ପର୍ଯ୍ୟନ୍ତ ସବୁଦିନ ଖରାରେ ବସନ୍ତୁ। କାରଣ ସକାଳ ଖରାରେ ଭିଟାମିନ୍‌ ଡି ରହିଛି ଯାହା ହାଡ଼ ମଜଭୁତ କରିବାରେ ସହାୟକ ହୋଇଥାଏ।
-ଓମେଗା-୩ ଓ ଭିଟାମିନ୍‌ ସି ଥିବା ଖାଦ୍ୟ ଖାଆନ୍ତୁ। ଦିନକୁ ୭ ରୁ ୮ ଗ୍ଲାସ ପାଣି ପିଅନ୍ତୁ। ହଳଦୀ, ଅଦା, ରସୁଣ, ଡାଳଚିନି ଓ ଗୋଲମରିଚ ଭଳି
-ବିଭିନ୍ନ ଆଣ୍ଟିଇନ୍‌ଫ୍ଲାମେଟୋରି ଖାଦ୍ୟ ଖାଆନ୍ତୁ।
-ବାସି ଖାଦ୍ୟ ଖାଆନ୍ତୁ ନାହିଁ। ହଠାତ୍‌ କୌଣସି ଭାରି ଜିନିଷ ଉଠାନ୍ତୁ ନାହିଁ। ଡାକ୍ତରଙ୍କ ବିନା ପରାମର୍ଶରେ କୌଣସି ପେନ୍‌କିଲର ଖାଆନ୍ତୁ ନାହିଁ।
-ବହୁତ ଲମ୍ବା ସମୟ ଗୋଟିଏ ସ୍ଥାନରେ ବସନ୍ତୁ ନାହିଁ। ରାତିରେ ଠିକ୍‌ ସମୟ ଭରପୂର ନିଦରେ ଶୁଅନ୍ତୁ।
ଏସବୁ କରିବା ପରେ ଯଦି ଦରଜ କମ୍‌ ହେଉ ନ ଥିବ ତାହେଲେ ଡାକ୍ତରଙ୍କ ସହିତ ପରାମର୍ଶ କରନ୍ତୁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri