Posted inUncategorized

Video: ଗଛରେ ଝୁଲୁଛି ବିଶାଳକାୟ ଅଜଗର; ଦେଖିଲେ ଲାଗିବ ଭୟ…

ଗଛରେ ଝୁଲିଛି ବିଶାଳକାୟ ଅଜଗର। ଯିଏ ଦେଖୁଛି ଭୟରେ ଥରୁଛି। କିଛି ଏଭଳି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଆଖିଆଗକୁ ଯେଉଁ ଦୃଶ୍ୟ ଆସୁଛି ତା’ ଉପରେ ବିଶ୍ୱାସ କରିହେଉନାହିଁ। ଏଯାବତ ହଜାର ହଜାର ଲୋକେ ଏହାକୁ ଦେଖିସାରିଲେଣି। ସେହିଭଳି ଅନେକ ଏଥିରେ ପ୍ରତିକ୍ରିୟା ମଧ୍ୟ ରଖୁଛନ୍ତି।
ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି ଯେ, ଜଣେ ବ୍ୟକ୍ତି ଜଙ୍ଗଲକୁ ବୁଲି ବାହାରିଛନ୍ତି। ଏହି ସମୟରେ ତାଙ୍କୁ ଗଛ ଉପରେ ଥିବା ବିଶାଳକାୟ ଅଜଗର ନଜର ଆସୁଛି। ଏହାର ଲମ୍ବ ୨୦ ଫୁଟ୍‌ ରହିଛି। ତାର ଓଜନ ଏତେ ଯେ ସେ ନିଜେ ହଲିପାରୁନାହିଁ। ଭିଡିଓ କରୁଥିବା ବ୍ୟକ୍ତି ମଧ୍ୟ ତାକୁ ଦେଖି ଚକିତ ହେଉଛନ୍ତି।
ଦେଖନ୍ତୁ ଭିଡିଓ:

 

View this post on Instagram

 

A post shared by Mike Holston (@therealtarzann)


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?