୩ ଦିନ ପାଇଁ ବନ୍ଦ ହେଲା ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର,୮ା୪: ରାୟଗଡ଼ା ଜିଲା ଗୁଣପୁରସ୍ଥିତ ଜିଆଇଇଟି ବିଶ୍ୱବିଦ୍ୟାଳୟରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣପୁର ଉପଜିଲାପାଳ ଜେ. ସୋନାଲଙ୍କ ନିର୍ଦ୍ଦେଶ କ୍ରମେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟକୁ ବନ୍ଦ କରିଛନ୍ତି। ଏହା ୧୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଉପଖଣ୍ଡ ପ୍ରଶାସନର ନିର୍ଦ୍ଦେଶ କ୍ରମେ ଅଗ୍ନିଶମ ବିଭାଗ ପକ୍ଷରୁ ବିଶ୍ୱବିଦ୍ୟାଳୟକୁ ସାନିଟାଇଜ୍‌ କରାଯାଇଛି। ସୂଚନା ଯୋଗ୍ୟ, ପ୍ରଥମେ ୪ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ପରେ ପ୍ରଶାସନର ନିର୍ଦ୍ଦେଶ କ୍ରମେ କଣ୍ଟାକ୍ଟଟ୍ରେସିଂ ସହ ବିଶ୍ୱବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଏବଂ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯାଇଥିଲା। ଏଥିରେ ଜଣେ ଅଧ୍ୟାପକ ପଜିଟିଭ ଚିହ୍ନଟ ହୋଇଥିଲେ। ତେବେ ଅନ୍ୟ ସମସ୍ତଙ୍କ ରିପୋର୍ଟ ନେଗେଟିଭ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍‌କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…

ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri