Posted inଜାତୀୟ

ନିଲାମ ହେବ ମୋଦିଙ୍କୁ ମିଳିଥିବା ଉପହାର

ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ୧,୨୦୦ରୁ ଊର୍ଦ୍ଧ୍ୱ ଉପହାରକୁ ନିଲାମ କରାଯିବ। ମୋଦିଙ୍କ ଉପହାର ଇ-ଅକ୍ସନର ଚତୁର୍ଥ ସଂସ୍କରଣ ପ୍ରକ୍ରିୟା ଆସନ୍ତା ୧୭ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବ। ଏହି ଅର୍ଥ ନମାମୀ ଗଙ୍ଗେ ମିଶନରେ ବ୍ୟୟ ହେବ। ଓ୍ବେବ୍‌ ପୋର୍ଟାଲ pmmementos.gov. ଜରିଆରେ ନିଲାମ ପ୍ରକ୍ରିୟା ହେବ ବୋଲି ନ୍ୟାଶନାଲ ଗ୍ୟାଲେରି ଅଫ୍‌ ମଡର୍ନ ଆର୍ଟର ମହାନିର୍ଦ୍ଦେଶକ ଅଦ୍ୱୈତ ଗଡ଼ନାୟକ କହିଛନ୍ତି। ଉପହାରର ମୂଲ୍ୟ ୧୦୦ରୁ ଆରମ୍ଭ କରି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଛି। ଉପହାର ମଧ୍ୟରେ ରହିଛି ବିଭିନ୍ନ ଦେବଦେବୀଙ୍କ ପ୍ରତିମୂର୍ତ୍ତି, ପେଣ୍ଟିଂ, ହସ୍ତଶିଳ୍ପ, ମେଡାଲ ଜିତିଥିବା କ୍ରୀଡ଼ାବିତ୍‌ଙ୍କ ଟି-ଶର୍ଟ, ବକ୍ସିଂ ଗ୍ଲୋଭ୍ସ, ଜାଭେଲିନ୍‌ ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri