Posted inଜାତୀୟ

ନିଲାମ ହେବ ମୋଦିଙ୍କୁ ମିଳିଥିବା ଉପହାର

ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ୧,୨୦୦ରୁ ଊର୍ଦ୍ଧ୍ୱ ଉପହାରକୁ ନିଲାମ କରାଯିବ। ମୋଦିଙ୍କ ଉପହାର ଇ-ଅକ୍ସନର ଚତୁର୍ଥ ସଂସ୍କରଣ ପ୍ରକ୍ରିୟା ଆସନ୍ତା ୧୭ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବ। ଏହି ଅର୍ଥ ନମାମୀ ଗଙ୍ଗେ ମିଶନରେ ବ୍ୟୟ ହେବ। ଓ୍ବେବ୍‌ ପୋର୍ଟାଲ pmmementos.gov. ଜରିଆରେ ନିଲାମ ପ୍ରକ୍ରିୟା ହେବ ବୋଲି ନ୍ୟାଶନାଲ ଗ୍ୟାଲେରି ଅଫ୍‌ ମଡର୍ନ ଆର୍ଟର ମହାନିର୍ଦ୍ଦେଶକ ଅଦ୍ୱୈତ ଗଡ଼ନାୟକ କହିଛନ୍ତି। ଉପହାରର ମୂଲ୍ୟ ୧୦୦ରୁ ଆରମ୍ଭ କରି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିଛି। ଉପହାର ମଧ୍ୟରେ ରହିଛି ବିଭିନ୍ନ ଦେବଦେବୀଙ୍କ ପ୍ରତିମୂର୍ତ୍ତି, ପେଣ୍ଟିଂ, ହସ୍ତଶିଳ୍ପ, ମେଡାଲ ଜିତିଥିବା କ୍ରୀଡ଼ାବିତ୍‌ଙ୍କ ଟି-ଶର୍ଟ, ବକ୍ସିଂ ଗ୍ଲୋଭ୍ସ, ଜାଭେଲିନ୍‌ ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଯେଉଁ କାର୍ଯ୍ୟରେ ହାତ ଦେଉଛନ୍ତି ତାହାର ହେଉଛି ସତ୍ୟାନାଶ: ନୀତୀନ ଗଡ଼କରୀ

ନୂଆଦିଲ୍ଲୀ,୧।୯: କେନ୍ଦ୍ର ସରକାରଙ୍କୁ ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ସମାଲୋଚନା କରିଛନ୍ତି। ନୀତୀନ ସରକାରଙ୍କ କାର୍ଯ୍ୟ ଉପରେ ପ୍ରଶ୍ନ ଉଠାଇ କହିଛନ୍ତି। ସେ କହିଛନ୍ତି...

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନଜରବନ୍ଦୀ

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୨ ଦିନ ହେବ ବିରୋଧ ପ୍ରଦର୍ଶନ କରିଛନ୍ତି...

ମୋଦି ସରକାର ଏଭଳି କଲେ ଯେ, ରବିବାର ସୋମବାର ମଧ୍ୟରେ ରହିଲାନି କିଛି ଫରକ: ରାହୁଲ…

ନୂଆଦିଲ୍ଲୀ,୧୨।୯: କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଲଗାତାର ଘେରିବା ଜାରି ରହିଛି। ଏହି ମର୍ମରେ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ମୋଦି...

ଭିଡିଓ କଲ୍‌ରେ ସ୍ତ୍ରୀ ପୁଅର ଚେହେରା ନ ଦେଖାଇବାରୁ ସ୍ବାମୀ ନେଲେ ଚରମ ନିଷ୍ପତ୍ତି, ଜାଣିଲେ…

ଭୋପାଳ,୬ା୯: ମଧ୍ୟପ୍ରଦେଶର ଶିବାନୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ରାଗି କି ବାପଘର ଚାଲି ଯାଇଥିବା ଜଣେ ମହିଳା ଭିଡିଓ କଲ୍‌ରେ ପୁଅର ମୁହଁ...

ଗୁଜରାଟରେ ତୃତୀୟ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୪।୧୨: ଜିମ୍ବାଓ୍ବେରୁ ଫେରିଥିବା ଜଣେ ବ୍ୟକ୍ତି କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ଥିବା ଗୁଜରାଟର ଜାମନଗରରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

ନୂଆ ରୂପରେ ଫେରିବ ଆମ୍ବାସଡର କାର

ନୂଆଦିଲ୍ଲୀ,୨୯ ।୫: ଆମ୍ବାସଡର କାରର କୌଣସି ପରିଚୟର ଆବଶ୍ୟକତା ନାହିଁ । ତେବେ ସମୟ ସହ ଏହି ଆଇକନିକ କାର୍ ସଡ଼କରୁ କୁଆଡେ ଉଭେଇ ଯାଇଥିଲା...

କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ଘରେ ସିବିଆଇ ଚଢାଉ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି(ସିବିଆଇ)ପକ୍ଷରୁ ମଙ୍ଗଳବାର ସକାଳେ ସିବିଆଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପି ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମଙ୍କ ଘର...

ହଙ୍ଗାମା କରିଥିବା ଏମ୍‌ପିଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନ (ଅଗଷ୍ଟ ୧୧)ରେ ରାଜ୍ୟ ସଭାରେ ଜୋରଦାର ହଙ୍ଗାମା ହୋଇଥିଲା। ଯାହାକି ଗୃହର ଗାରିମାକୁ ଆଘାତ ଦେଇଛି ବୋଲି ସରକାର...

Advertisement
Archives

Model This Week