Posted inଖେଳ

ଗିଲ୍‌ଙ୍କ ଶୁଭ ଶତକ, ଟିମ ଇଣ୍ଡିଆରେ ନିଜ ସ୍ଥାନ ସୁରକ୍ଷିତ କଲେ…

ବିଶାଖାପଟ୍ଟନମ,୪।୨ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ବିଶାଖାପଟ୍ଟନମର ଡକ୍ଟର ଓ୍ବାଇଏସରାଜଶେଖରା ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଆଜି ମ୍ୟାଚର ତୃତୀୟ ଦିନ। ଦ୍ୱିତୀୟ ଦିନର ଖେଳ ଶେଷ ସୁଦ୍ଧା ଟିମ ଇଣ୍ଡିଆ ଦ୍ୱିତୀୟ ଇନିଂସରେ କୌଣସି ଓ୍ବିକେଟ ନ ହରାଇ ୨୮ରନ ସଂଗ୍ରହ କରିଥିଲା।

ଭାରତୀୟ ଦଳର ୬ ବ୍ୟାଟ୍ସମ୍ୟାନ ୨୧୧ ରନରେ ପାଭିଲିୟନକୁ ଫେରିଥିଲେ। ତେବେ ଶୁଭମାନ ଗିଲ୍‌ ୧୪୭ ବଲରେ ୧୦୪ ରନ ସ୍କୋର କରିବା ପରେ ଆଉଟ ହୋଇଛନ୍ତି। ତାଙ୍କ କ୍ୟାଚ ଶୋଏବ ବଶୀରଙ୍କ ବଲରେ ବେନ ଫକ୍ସ ଧରିଥିଲେ।

ଶୁଭମାନ ଗିଲ୍‌ ତାଙ୍କ ଟେଷ୍ଟ କ୍ୟାରିୟରର ତୃତୀୟ ଶତକ ସ୍କୋର କରିଛନ୍ତି। ସେ ୧୩୨ବଲରେ ନିଜର ୧୦୦ ରନ ପୂରଣ କରିଥିଲେ। ଏହି ସମୟରେ ସେ ୧୧ ଚୌକା ଓ ଦୁଇଟି ଛକା ମାରିଥିଲେ। ସେ ଦୀର୍ଘ ଦିନ ଧରି ଖରାପ ଫର୍ମ ସହ ସଂଘର୍ଷ କରୁଥିଲେ ଏବଂ ତାଙ୍କୁ ଦଳରୁ ହଟାଯିବାର ଆଲୋଚନା ହୋଇଥିଲା, କିନ୍ତୁ ଏହି ଶତକ ସହିତ ସେ ଦଳରେ ନିଜର ସ୍ଥାନ ରକ୍ଷା କରି ସମାଲୋଚକମାନଙ୍କୁ ଚୁପ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri