Posted inଖେଳ

ଗିଲ୍‌ଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେକୁ ୧୮୩ ରନ୍‌ର ଟାର୍ଗେଟ୍‌

ହରାରେ,୧୦।୭: ଭାରତ ଜିତିବା ପାଇଁ ଜିମ୍ବାୱେକୁ ୧୮୩ ରନ୍‌ର ଲକ୍ଷ୍ୟ ଦେଇଛି। କ୍ୟାପଟେନ ଶୁବମନ ଗିଲ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୧୯ ବଲ ସମ୍ମୁଖରେ ୬୬ ରନ ସ୍କୋର କରିଥିଲେ। ଗିଲଙ୍କ ଏହି ଇନିଂସରେ ୭ ଚୌକା ଓ ୩ ଛକା ସାମିଲ ଥିଲା। ରିତୁରାଜ ତାଙ୍କର ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ। ସେ ୨୮ ବଲରେ ୪୯ ରନ ସଂଗ୍ରହ କରିଥିଲେ। ଗାଇକ୍ୱାଡଙ୍କ ଏହି ଇନିଂସରେ ୪ ଚୌକା ଓ ୩ ଛକା ସାମିଲ ଥିଲା। ୩୬ ରନ ସ୍କୋର କରିବା ପରେ ଯଶସ୍ବୀ ଜୟସ୍ବାଲ ଆଉଟ ହୋଇଥିଲେ। ସଞ୍ଜୁ ସାମସନ ୧୨ ରନ ସ୍କୋର କରି ଅପରାଜିତ ରହିଥିଲେ।

ଜିମ୍ବାୱେ ପାଇଁ ବୋଲିଂ କରି ଅଧିନାୟକ ସିକନ୍ଦର ରାଜା ୪ ଓଭରରେ ୨୪ ରନ ଦେଇ ୨ ଉଇକେଟ ନେଇଥିଲେ। ବ୍ଲେସିଙ୍ଗ ୪ ଓଭରରେ ୨୫ ରନ ପାଇଁ ୨ ଉଇକେଟ ନେଇଥିଲେ। ଏମାନଙ୍କ ବ୍ୟତୀତ ଅନ୍ୟ କୌଣସି ବୋଲର ସଫଳ ହୋଇପାରି ନ ଥିଲେ। ୱେଲିଙ୍ଗଟନ ୩ ଓଭରରେ ୨୫ ରନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri