ନିର୍ଦ୍ୱନ୍ଦ୍ୱରେ କଣ୍ଟାପଡ଼ା ବ୍ଲକ ଅଧ୍ୟକ୍ଷା ହେଲେ ଜିନା

କଣ୍ଟାପଡ଼ା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡ଼ା ବ୍ଲକର ଅଧ୍ୟକ୍ଷା ଭାବେ ବାଗଲପୁର ପଞ୍ଚାୟତର ସମିତିସଭ୍ୟା ଜିନା ଭୋଇ ନିର୍ବାଚିତ ହୋଇଛନ୍ତି। ଜିନା ଅଧ୍ୟକ୍ଷା ପଦବୀ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ନିର୍ଦ୍ଧାରିତ ସମୟ ଭିତରେ କେହି ପ୍ରାର୍ଥିପତ୍ର ଦାଖଲ ନ କରିବାରୁ ବ୍ଲକ ନିର୍ବାଚନ ଅଧିକାରୀ ଜିନାଙ୍କୁ ବିଜୟ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ମଇଦାନକୁ ଓହ୍ଲାଇବେ ବୈଭବ ସୂର୍ଯ୍ୟବଂଶୀ! କେଉଁଠି , କେମିତି ଦେଖିବେ ମ୍ୟାଚ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୧୧: ଦୋହାରେ ଆରମ୍ଭ ହୋଇଛି ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬। କିନ୍ତୁ ଭାରତୀୟ କ୍ରିକେଟ ପ୍ରେମୀଙ୍କ ନଜର ଏବେ ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ…

ଦ୍ୱିତୀୟ ବିବାହର ସନ୍ତାନଙ୍କୁ ବି ମା’ଙ୍କ ସମ୍ପତ୍ତିରେ ମିଳିବ ଅଧିକାର: ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧୯।୧୧: ସାଧାରଣତଃ ପରିବାରର ସଦସ୍ୟଙ୍କ ମଧ୍ୟରେ ସମ୍ପତ୍ତିକୁ ନେଇ ବିବାଦ ଦେଖିବାକୁ ମିଳେ। ବିଶେଷକରି ଜଣେ ମହିଳାଙ୍କ ବିବାହ ପରେ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଯିବା ଏବଂ…

ସରକାରଙ୍କ ବଡ଼ ଘୋଷଣା: ୧ କୋଟି ପରିବାରଙ୍କୁ ମିଳିବ…

ନୂଆଦିଲ୍ଲୀ,୧୯।୧୧: ଘରର ଆର୍ଥିକ ଦାୟିତ୍ୱ ସମ୍ଭାଳୁଥିବା ସଦସ୍ୟ ଯଦି ହଠାତ୍‌ ଆଖି ବୁଜିଦିଅନ୍ତି, ତେବେ ପରିବାର ଉପରେ କେବଳ ମାନସିକ ଆଘାତ ନୁହେଁ, ଆର୍ଥିକ ସମସ୍ୟାର ପାହାଡ଼…

ଖାଇବାକୁ ଯାଉଥିବା ବେଳେ ପିକଅପ୍ ଭ୍ୟାନ ଧକ୍କାରେ କଂଗ୍ରେସ ନେତାଙ୍କ ଦେହାନ୍ତ; ଅଞ୍ଚଳରେ ଶୋକ

ଭଞ୍ଜନଗର,୧୯।୧୧(ବାବୁଲା ପ୍ରଧାନ): ଭଞ୍ଜନଗରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ କଂଗ୍ରେସ ନେତାଙ୍କ ଦେହାନ୍ତ ହୋଇଛି । ଜଣାଶୁଣା କଂଗ୍ରେସ ନେତା ତଥା…

ସଫେଇ ଦେଲେ ଟିମ ଇଣ୍ଡିଆର ବ୍ୟାଟିଂ କୋଚ୍‌: ସିରାଜଙ୍କୁ ଦଳରୁ ବାଦ ଦେବାକୁ ନେଇ କହିଦେଲେ ଭିତିରି କଥା

ୱେଲିଂଟନ,୧୯।୧୧: ୱେଲିଂଟନ ଟେଷ୍ଟରେ ଭାରତୀୟ ଦଳର ପ୍ରଦର୍ଶନ ଅପେକ୍ଷା ଚୂଡ଼ାନ୍ତ ଏକାଦଶ ଚୟନକୁ ନେଇ ଅଧିକ ଚର୍ଚ୍ଚା ହେଉଛି। ପ୍ରଥମ ଟେଷ୍ଟରେ ରବୀନ୍ଦ୍ର ଜାଡେଜା ଓ ମହମ୍ମଦ…

ମ୍ୟାଚର ମୋଡ଼ ବଦଳାଇଦେଲେ ନ୍ୟୁଜିଲାଣ୍ଡର ଏହି ଖେଳାଳି: ଶତକ ମାରି ହାସଲ କଲେ ବଡ଼ ଉପଲବ୍ଧି , ଦଳକୁ ଦେଲେ ନୂଆ ଜୀବନ

ନୂଆଦିଲ୍ଲୀ,୧୯।୧୧: ୱେଲିଂଟନର ବେସିନ ରିଜର୍ଭ ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମୁକାବିଲା ଆରମ୍ଭ ହୋଇଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ଟସ…

ମହିଳା ଆଇଆଇସିଙ୍କ ମାନବିକତା, ବର୍ଷାରେ ଫସିଥିବା ଯାତ୍ରୀଙ୍କୁ ଉଦ୍ଧାର କରି…

ଗଞ୍ଜାମ,୧୯ା୧୧(ବିଦ୍ୟାଧର ସାହୁ): ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ବୁଧବାରଠାରୁ ଆରମ୍ଭ ହୋଇଛି ବର୍ଷା। ଲଗାଣ ବର୍ଷା ଯୋଗୁ ଘରୁ ବାହାରକୁ ବାହାରି ପାରୁନାହାନ୍ତି ଲୋକେ। ଏଭଳି ପରିସ୍ଥିତିରେ ଗଞ୍ଜାମ…

ଧନତେରସ୍ ପରଠାରୁ ୧୪ହଜାର ଶସ୍ତା ହେଲା ସୁନା, ୧ ଲକ୍ଷ ଟଙ୍କାକୁ ଖସିବ….

ନୂଆଦିଲ୍ଲୀ,୧୯।୧୧: ଦେଶର ଫ୍ୟୁଚର୍ସ ବଜାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୁନା ଦରରେ ଲଗାତାର ଚତୁର୍ଥ ଦିନ ପାଇଁ ହ୍ରାସ ଦେଖିବାକୁ ମିଳିଛି । ଧନତେରସ ପରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?