ଅଦା ଚା’ ପିଉଥିଲେ….

ଅଦା ଚା’ ଆବଶ୍ୟକରୁ ଅଧିକ ପିଇବା ଦ୍ୱାରା ଗ୍ୟାସ୍‌ ସମସ୍ୟା ଦେଖାଦେଇପାରେ। ଅଦା ଖାଦ୍ୟ ହଜମ କରିବାରେ ସାହାଯ୍ୟକରେ। ହେଲେ ଅଦାରେ ଥିବା ଜିଞ୍ଜୋରୋଲସ୍‌ ନାମକ ଉପାଦାନ ଅଧିକ ହେଲେ ପେଟରେ ଏସିଡ୍‌ ସୃଷ୍ଟି କରେ। ତେଣୁ ଅଧିକ ଅଦା ଚା’ ପିଇବା ଦ୍ୱାରା ପେଟ ଜଳାପୋଡ଼ା ହୋଇଥାଏ।
ହାଇ ବ୍ଲଡ୍‌ ପ୍ରେସର ରୋଗୀଙ୍କ ପାଇଁ ଅଦା ଚା’ ଭଲ। ହେଲେ ଆବଶ୍ୟକରୁ ଅଧିକ କ୍ଷତିକାରକ ହୋଇପାରେ। କିନ୍ତୁ ଲୋ ବ୍ଲଡ୍‌ ପ୍ରେସର ରୋଗୀ ଏହାକୁ ପିଇବା ଦ୍ୱାରା ମୁଣ୍ଡ ବୁଲାଇବା ଏବଂ ଦୁର୍ବଳ ଲାଗିବା ପରି ସମସ୍ୟା ଦେଖାଯାଏ।
ଗର୍ଭବତୀ ମହିଳାମାନେ ଅଧକପ୍‌ରୁ ଅଧିକ ଚା’ ପିଇଲେ ପେଟରେ ଯନ୍ତ୍ରଣା ହେବା ସହ ଗର୍ଭସ୍ଥ ଶିଶୁକୁ ହାନି ପହଞ୍ଚାଇପାରେ।
ଅଧିକାଂଶ ମହିଳା କାମ ଯୋଗୁ ଅନିଦ୍ରା ରହିବା ପାଇଁ ଚା’ ପିଇଥାନ୍ତି। କିନ୍ତୁ ଅଧିକ ଅଦା ଚା’ ପିଇବା ଦ୍ୱାରା ଆପଣ ନିଦ୍ରାହୀନତାର ଶିକାର ହୋଇପାରନ୍ତି।
ଅଦା ଶରୀରରେ ଶର୍କରା ମାତ୍ରା କମାଇ ଦେଇଥାଏ। ତେଣୁ ଲୋ ସୁଗାରରେ ପୀଡ଼ିତ ମହିଳାମାନେ ଅଦା ଚା’ ପିଇବା ଠିକ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri