ଏହି ୩ ପେଟ ସମସ୍ୟା ଦୂର କରେ ଅଦା ପାଣି, ଜାଣନ୍ତୁ ଏହାର ପ୍ରସ୍ତୁତି…

ଅଦାକୁ ଭାରତୀୟ ରୋଷେଇ ଘରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଭାବରେ ବିବେଚନା କରାଯାଏ। ଏହାର ଔଷଧୀୟ ଗୁଣ ଏହାକୁ ଆୟୁର୍ବେଦ ଏବଂ ଘରୋଇ ଉପଚାରରେ ଏକ ମୂଲ୍ୟବାନ ସ୍ଥାନ ଦେଇଛି। ଅଦା ପାଣି ପେଟ ସମ୍ବନ୍ଧୀୟ ଅନେକ ସମସ୍ୟାର ସମାଧାନ କରେ। ଏହା କେବଳ ପେଟକୁ ସୁସ୍ଥ ରଖେ ନାହିଁ ବରଂ ପାଚନ କ୍ରିୟାକୁ ମଜବୁତ କରିବାରେ ମଧ୍ୟ ସାହାଯ୍ୟ କରେ। ଆସନ୍ତୁ ଜାଣିବା ଅଦା ପାଣି ଦ୍ୱାରା ପେଟର କେଉଁ ସମସ୍ୟା ଦୂର ହୋଇପାରିବ ଏବଂ ଏହାକୁ କିପରି ସଠିକ ଭାବରେ ବ୍ୟବହାର କରିବେ।

ଗ୍ୟାସ ଏବଂ ବଦହଜମୀ
ଆଜିକାଲି ଗ୍ୟାସ ଏବଂ ବଦହଜମୀ ସମସ୍ୟା ସାଧାରଣ ହୋଇଗଲାଣି, ବିଶେଷକରି ଅସନ୍ତୁଳିତ ଖାଦ୍ୟ ଏବଂ ଅନିୟମିତ ଦିନଚର୍ଯ୍ୟା ଯୋଗୁ ଏପରି ସମସ୍ୟା ଦେଖାଦେଉଛି। ଅଦା ପାଣି ପେଟରେ ଗ୍ୟାସ ହ୍ୟାସ୍‌ କରେ ଏବଂ ବଦହଜମୀ ପାଇଁ ଏକ ପ୍ରାକୃତିକ ଉପଚାର।

ପେଟ ଗ୍ୟାସ, କୋଷ୍ଠକାଠିନ୍ୟ ଏବଂ କ୍ରାମ୍ପ୍‌ ଭଳି ସମସ୍ୟା ପାଇଁ ଅଦା ପାଣି ଏକ ପ୍ରାକୃତିକ ଏବଂ ପ୍ରଭାବଶାଳୀ ଉପଚାର। ଏହାକୁ ଠିକ ଭାବରେ ସେବନ କରି, ଆପଣ ଆପଣଙ୍କର ପାଚନ ପ୍ରକ୍ରିୟାକୁ ମଜବୁତ କରିପାରିବେ ଏବଂ ପେଟ ସମସ୍ୟାରୁ ମୁକ୍ତି ପାଇପାରିବେ।

ଜାଣନ୍ତୁ କିପରି କରିବେ ପ୍ରସ୍ତୁତ…
ଅଦାକୁ ଛୋଟ ଛୋଟ ଖଣ୍ଡ କରି କାଟନ୍ତୁ। ପରେ ଏହାକୁ ପାଣିରେ ଫୁଟାନ୍ତୁ, ଫୁଟିଗଲା ପରେ ଏହାକୁ ଛାଣି ଖାଲି ପେଟରେ କିମ୍ବା ଖାଇବା ପରେ ପିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?