Posted inଫୁରସତ

୮୦୦ବର୍ଷର ସୁନା ଗଛ, ଦେଖି ଆଶ୍ଚର୍ଯ୍ୟ ହେବେ…

ସମୟ ସାଙ୍ଗକୁ ପୃଥିବୀରେ ହ୍ରାସ ପାଉଛି ଗଛ। ଗଛ କଟା ହେବା ଯୋଗୁ ଗ୍ଲୋବାଲ ଓ୍ବାର୍ମିଂ ସମସ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। କେଉଁଠି ଜଙ୍ଗଲ ସଫା କରାଯାଉଛି ତ ଅନେକ ସ୍ଥାନରେ ସହର ନିର୍ମାଣ କରାଯାଉଛି। କିନ୍ତୁ ମନୁଷ୍ୟ ଜାଣିବା ଦରକାର ମାନବିକତା ପାଇଁ ଗଛ ଏବଂ ଉଦ୍ଭିଦ ଗୁରୁତ୍ୱପୂର୍ଣ୍ଣ। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏପରି ଏକ ଗଛ ରହିଛି ଯାହା ୮୦୦ବର୍ଷ ପୁରୁଣା। ଏହି ଗଛଟି ହେଉଛି ଗୋଲଡେନ ଟ୍ରି ବା ସୁନାର ଗଛ । ଯାହା ଦେଖିବାକୁ ଖୁବ୍‌ ସୁନ୍ଦର।

ଏହି ଗୋଲଡେନ ଟ୍ରିର ନାମ ହେଉଛି ‘ଗିଙ୍କଗୋ ଗଛ’। ଦକ୍ଷିଣ କୋରିଆର ବଙ୍ଗୟେ-ରି ଗ୍ରାମରେ ଏହି ଗଛଟି ଅଛି। ଏହି ଗଛଟି ୮୦୦ ବର୍ଷ ପୁରୁଣା। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଗଛର ରଙ୍ଗ ସବୁଜ ନୁହେଁ ସୁନା ପରି ହଳଦିଆ ରଙ୍ଗର। ଯାହାଦ୍ୱାରା ଆକର୍ଷିତ ହୋଇ ଦୂରଦୂରରୁ ବହୁ ପର୍ଯ୍ୟଟକ ଏହି ଗାଁକୁ ଆସିଥାନ୍ତି। ଗଛଟିର ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। କୁହାଯାଉଛି କି, ଡାଇନୋସର ସମୟରୁ ଏହି ଗଛ ପୃଥିବୀରେ ରହିଛି। ଏହି ଗଛର ପତ୍ରକୁ ଚାଇନାରେ ପାରମ୍ପାରିକ ଔଷଧ ତିଆରିରେ ବ୍ୟବହାର କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri