Advertisement
Posted inଫୁରସତ

ଛୁଆ ଗଣ୍ଡାକୁ ଲାତ ମାରିଲା ଜିରାଫ : ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜିରାଫ ଏକ ଗଣ୍ଡା ଛୁଆକୁ ଲାତ ମାରୁଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ଜିରାଫଟି ପାର୍କରେ ବୁଲୁଛି। ସେହି ସମୟରେ ଏକ ଛୁଆ ଗଣ୍ଡା ତାର ପଛକୁ ଆସୁଛି। ଏହାପରେ ଜିରାଫଟି ଛୁଆ ଗଣ୍ଡାକୁ ଶକ୍ତ ଲାତ ମାରୁଛି। ପରେ ଛୁଆ ଗଣ୍ଡାଟି ଦୌଡି ପଳାଉଥିବା ଦେଖାଯାଇଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ନୋଲୋଜି ମାନିଆ: ଆଇପଡ଼ କିଣିବା ପାଇଁ ନିଜର କିଡ୍‌ନୀ ବିକ୍ରି କରିଦେଲେ

ଟେକ୍ନୋଲୋଜି ମଣିଷକୁ ସଭ୍ୟ କରିଛି ସତ। ହେଲେ ଏଇ ଟେକ୍ନୋଲୋଜି ବି କିଛି ମଣିଷକୁ ପାଗଳ ସଜେଇ ଦେଇଛି। ପରିସଂଖ୍ୟାନର ତଥ୍ୟ ଅନୁସାରେ ଏଭଳି ପାଗଳାମିର...

ମା’ଙ୍କ ଦ୍ୱିତୀୟ ବିବାହରେ ରାଜି ନ ଥିଲା ଏହି କୁନି ଝିଅ, ରଚିଲା ଏମିତି ନାଟକ, ଆଉ ତା’ ପରେ…

ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ ଆପଣ ହସି ହସି ଗଡ଼ିବେ। ଭିଡିଓଟି ଏକ ବିବାହ ବେଳର। ଯେଉଁଠି ଛୋଟ...

ଘଣ୍ଟାକରେ ମାଉଥ୍‌ ଅର୍ଗାନରେ ୪୫ ଗୀତ ବଜାଇ ରେକର୍ଡ କଲେ ଏହି କୁନି ବାଳକ

କରୋନା ସମୟରେ ଯେତେବେଳେ ସ୍କୁଲ ବନ୍ଦ ଥିଲା ସେତେବେଳେ କିଛି ପିଲା ଘରେ ରହି ନିଜର କଳା କୌଶଳ ପ୍ରଦର୍ଶନ କରିଥିଲେ। ଜଣେ ଛାତ୍ର ୨୧...

ମାଙ୍କଡ଼କୁ ଜେଲଦଣ୍ଡ !

ଲକ୍ଷ୍ନୌ, ୧୭।୬: ମଣିଷଙ୍କୁ ଆଜୀବନ ଜେଲଦଣ୍ଡାଦେଶ ହେବା କଥା ଶୁଣାଅଛି। ତେବେ ମାଙ୍କଡ଼କୁ ଆଜୀବନ ଜେଲଦଣ୍ଡା ଦେଶ କରାଯିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ।...

୩୦ ବର୍ଷ ପରେ ପୁଣି ଝରଣାରେ ଆସିଲା ପାଣି…

ଫରିଦାବାଦ,୧୨।୯: ଗତ ୩୦ ବର୍ଷ ଧରି ଝରଣାରେ ପାଣି ନ ଥିଲା। ମାତ୍ର ଏବେ ପୁଣି ଏହା ପ୍ରବାହିତ ହେବାରେ ଲାଗିଛି। ଏଭଳି ଘଟଣା ଫରିଦାବାଦର...

ଏହି ଗାଁର ଯୁବତୀମାନେ ଦେଖିବାକୁ ଖୁବ୍‌ ସୁନ୍ଦର, ହେଲେ ମିଳେନି ବରପାତ୍ର: କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ବିବାହ ପାଇଁ ଉପଯୁକ୍ତ ଯୁବକ ବା ଯୁବତୀ ନ ମିଳିବା ଏକ ସାଧାରଣ ସମସ୍ୟା। କିନ୍ତୁ ଏହି ସମସ୍ୟାଟି ସେତେବେଳେ ଘଟିଥାଏ ଯେତେବେଳେ ଯୁବକର ଭଲ...

ଗାଈକୁ ବାଡ଼ାଉଥିଲେ ବ୍ୟକ୍ତି: ବାଛୁରୀ ଦେଲା ପାନେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଟୁଇଟରରେ ଏବେ ଏକ ଭିଡିଓ...

ଟ୍ରାନ୍ସପରେଣ୍ଟ କଫି

କଫି ସମସ୍ତେ ପିଇଥିବେ, ଆଉ ତାର ରଙ୍ଗ କିପରି ଜାଣିଥିବେ। ହେଲେ ଏଠାରେ ଯେଉଁ କଫି କଥା କୁହାଯାଉଛି ତାହା ଦେଖିବାକୁ ଜଳ ପରି ସ୍ବଚ୍ଛ।...

Advertisement
Archives

Model This Week