ଐତିହ୍ୟ ପରମ୍ପରାକୁ ଉଜ୍ଜୀବିତ କରୁଛି ଗିରି ଗୋବର୍ଦ୍ଧନ ପୂଜା

କେନ୍ଦୁଝର,୨୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଉତ୍କଳୀୟ ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ଉଜ୍ଜୀବିତ କରିବା ପାଇଁ ସଦର ବ୍ଲକ ଭାଗବତ ପ୍ରଚାର ପ୍ରସାର ସମିତି ସଭାପତି ଜିତେନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ରାଇକଳା ପରମାନନ୍ଦ ଭାଗବତ ଟୁଙ୍ଗିରେ ଗିରି ଗୋବର୍ଦ୍ଧନ ପୂଜା ମହୋତ୍ସବ ଅନୁଷ୍ଠିତ ହୋଇଥିଲା। କେନ୍ଦୁଝର ଜିଲା ଭାଗବତ ପ୍ରଚାର ପ୍ରସାର ସମିତି ତଥା କେନ୍ଦୁଝର ଜିଲା ଯାଦବ ମହାସଭାର ଆହାନ କ୍ରମେ କାର୍ଯ୍ୟକ୍ରମ ହୋଇଥିଲା।

ପ୍ରଥମେ ଭାଗବତ ଦଶମ ସ୍କନ୍ଧ ୨୬ ଅଧ୍ୟାୟ ପାରାୟଣ ପୂର୍ବକ ନନ୍ଦରାଜାଙ୍କ ଦରବାରରେ ଏକ ସଭା ହୋଇଥିଲା। ବାଳ ଗୋପାଳଙ୍କ ପରାମର୍ଶ କ୍ରମେ ଗିରି ଗୋବର୍ଦ୍ଧନ ପୂଜା କରିବା ପାଇଁ ବୟୋବୃଦ୍ଧ ନିଷ୍ପତ୍ତି ନେଇଥିଲେ।

ଏନେଇ କେନ୍ଦୁଝର ଜିଲା ଭାଗବତ ପ୍ରଚାର ପ୍ରସାର ସମିତି ସଭାପତି ତଥା ଜିଲା ଯାଦବ ମହାସଭା ଉପଦେଷ୍ଟା ଆଚାର୍ଯ୍ୟ ଦାଶରଥି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଗିରି ଗୋବର୍ଦ୍ଧନ ପୂଜା ନିମନ୍ତେ ଗ୍ରାମର ଆବାଳ ବୃଦ୍ଧ ବନିତା, ବିଭିନ୍ନ ବ୍ଲକରୁ ଆସିଥିବା ଯାଦବ ନେତୃବୃନ୍ଦ, ଭାଗବତ ଭକ୍ତ ତଥା ସଂକୀର୍ତ୍ତନ ମଣ୍ଡଳୀର ସମାବେଶ ଏକ ବିରାଟ ପଟୁଆର ରାଇକଳା ଗ୍ରାମର ପାହାଡ ଅଭିମୁଖେ ବାହାରିଥିଲା।

ପରେ ଯଥାବିଧି ଗିରି ଗୋବର୍ଦ୍ଧନ ପୂଜା କରାଯାଇଥିଲା। ଏଥିରେ କେନ୍ଦୁଝର ଜିଲ୍ଲା ଭାଗବତ ପ୍ରଚାର ପ୍ରସାର ସମିତି ସମ୍ପାଦକ ପ୍ରାଧ୍ୟାପକ ଜଗନ୍ନାଥ ଜେନା, ଉପସଭାପତି ଯଦୁମଣି ମହାନ୍ତ, ସଦର ବ୍ଲକ ସଭାପତି ପ୍ରସନ୍ନ କୁମାର ଦାସ, ଘଷିପୁରା ବ୍ଲକ ଭାଗବତ ଗାୟକ କାମପାଳ ଓଝା, ହରିଚନ୍ଦନପୁର ବ୍ଲକ ଭାଗବତ ପ୍ରଚାର ପ୍ରସାର ସମିତି ସଂକୀର୍ତ୍ତନ ମଣ୍ଡଳୀ, ସରାସ ଭାଗବତ ଟୁଙ୍ଗି ଉପଦେଷ୍ଟା ଆକୁଳୀ ଚକ୍ର, ଯୋଡା ବ୍ଲକ ଭାଗବତ ପ୍ରଚାର ପ୍ରସାର ସମିତି ସଭାପତି ତଥା ଜିଲା ଯାଦବ ମହାସଭା ସଂସ୍କୃତି ବିଭାଗ ଜିଲ୍ଲା ସଂଯୋଜକ ଦଶରଥ ବାରିକ, ଉପସଭାପତି ପ୍ରଫୁଲ୍ଲ କୁମାର ପ୍ରଧାନ, ସହକାରୀ ସମ୍ପାଦକ ଅକ୍ଷୟ କୁମାର ଦାସ, ସଂସ୍କୃତି ବିଭାଗ ଉପସଭାପତି ମାର୍କଣ୍ଡ ଗିରି ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri