ଗିରୀଶ ମୁର୍ମୁ ଆଇଏଇଏ ଏକ୍ସଟର୍ନାଲ ଅଡିଟର

ଭିଏନା, ୨୬ା୯: ଭାରତର ହିସାବ ନିୟନ୍ତ୍ରକ ଏବଂ ମହାଲେଖା ସମୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ପରମାଣୁ ଶକ୍ତିର ଶାନ୍ତିପୂର୍ଣ୍ଣ ବ୍ୟବହାରକୁ ପ୍ରୋତ୍ସାହିତ କରୁଥିବା ଅନୁଷ୍ଠାନ ଇଣ୍ଟରନ୍ୟାଶନାଲ ଆଟମିକ୍‌ ଏନର୍ଜି ଏଜେନ୍ସି (ଆଇଏଇଏ)ର ଏକ୍ସଟର୍ନାଲ ଅଡିଟର ନିଯୁକ୍ତ ହୋଇଛନ୍ତି। ଭିଏନାରେ ଅନୁଷ୍ଠିତ ଆଇଏଇଏ ସାଧାରଣ ସଭାରେ ବିଭିନ୍ନ ଦେଶ ସେମାନଙ୍କ ପ୍ରାର୍ଥୀ ଦେଇଥିବାବେଳେ ମୁର୍ମୁଙ୍କ ପ୍ରାର୍ଥୀତ୍ୱ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୨୦୨୨ରୁ ୨୦୨୭ ପର୍ଯ୍ୟନ୍ତ ମୁର୍ମୁ ଏହି ପଦରେ ରହିବେ। ଏହାଦ୍ୱାରା ବିଶ୍ୱସ୍ତରରେ ସିଏଜିର ବିଶ୍ୱସନୀୟତା, ବୃତ୍ତିଗତ ମନୋବୃତ୍ତି ଏବଂ ଅଭିଜ୍ଞତାକୁ ସ୍ବୀକୃତି ମିଳିଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଗତ ବର୍ଷ ଅଗଷ୍ଟ ୮ରେ ମୁର୍ମୁ ଭାରତର ସିଏଜି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ପୂର୍ବରୁ ସେ ଜମ୍ମୁ-କଶ୍ମୀର ଉପ ରାଜ୍ୟପାଳ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ପାଠ ପଢାଇପାରିବେନି ପୁରୁଷ ଶିକ୍ଷକ

କାବୁଲ,୩୦।୮: ଆଫଗାନିସ୍ତାନକୁ ନିଜ ହାତକୁ ନେବା ପରେ ତାଲିବାନମାନେ ବର୍ବର କାଣ୍ଡ ଘଟାଇବା ସହ ନିଜର ଅସଲ ରୂପ ଦେଖାଉଛନ୍ତି। ସୋମବାର ତାଲିବାନ ମହିଳା ଶିକ୍ଷା...

ଚାଇନା ନାଗରିକଙ୍କୁ ଆମେରିକା ଭିଜା ମନା: ମାନବାଧିକାର ଉଲ୍ଲଂଘନ ଅଭିଯୋଗ

ଓ୍ବାଶିଂଟନ,୫।୧୨: ମାନବାଧିକାର ଉଲ୍ଲଂଘନ କରୁଥିବା ଚାଇନା ନାଗରିକଙ୍କୁ ଆମେରିକା ଭିଜା ପ୍ରଦାନ କରାଯିବ ନାହିଁ। ଏନେଇ ଆମେରିକା ବହିର୍ବ୍ୟାପାର ମନ୍ତ୍ରୀ ମାଇକ୍‌ ପୋମ୍ପିଓ ସୂଚନା ଦେଇଛନ୍ତି।...

ସିଗାରେଟ ବଦଳାଇଦେଲା ଫୁସ୍‌ଫୁସ୍‌ ରଙ୍ଗ

ବେଜିଂ: ଧୂମପାନ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏପରି ଚେତାବନୀ ପ୍ରତି ସିଗାରେଟ ପ୍ୟାକେଟ୍‌ରେ ଅତି ସହଜରେ ଦେଖିବାକୁ ମିଳେ। ଏହା ସତ୍ତ୍ୱେ ଏହି ମାରାତ୍ମକ ନିଶାକୁ ଛାଡ଼ି...

ଅଷ୍ଟ୍ରେଲିଆରେ ଭୂକମ୍ପ

କାନ୍‌ବେରା,୧୪।୭: ଅଷ୍ଟ୍ରେଲିଆର ଉପକୂଳ ଅଞ୍ଚଳ ରିସୋର୍ଟ ଟାଉନ୍‌ ବ୍ରୁମ୍‌ଠାରେ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୯ ଥିଲା ବୋଲି ଆମେରିକା...

ଟିକା ନ ନେଲେ କାଫେ-ରେସ୍ତୋରାଁରେ ପ୍ରବେଶ ମନା

ପ୍ୟାରିସ,୧୮ ।୧: କରୋନା ମହାମାରୀ ସାରା ବିଶ୍ୱକୁ କଲବଲ କରୁଥିବା ବେଳେ ଏବେ ଏହାକୁ ରୋକିବାକୁ ଫ୍ରାନ୍ସ ସଂସଦରେ ନୂଆ ଆଇନକୁ ମଞ୍ଜୁରୀ ପ୍ରଦାନ କରାଯାଇଛି...

ଓ୍ବାଶିଙ୍ଗ୍‌ ମେସିନ୍‌, ସୋଫାରେ ପଶି ଯାଉଥିଲେ ଆମେରିକା, ଧରିଲା ପୋଲିସ

କାର୍ଲିଫର୍ନିଆ,୧୨।୧୨: ମେକ୍ସିକୋରୁ ପ୍ରତିବର୍ଷ ଅନେକ ପ୍ରବାସୀ ଲୋକ ଅସାମ୍ବିଧାନିକ ଭାବେ ଆମେରିକାରେ ପ୍ରବେଶ କରିଥାନ୍ତି। କିଛି ଲୋକ ଧରାପଡିଥିବାବେଳେ ଆଉ କିଛି ସେଠାରେ ରହିଯାନ୍ତି। ସେହିପରି...

ତାଣ୍ଡବ ରଚିପାରେ ଘୂର୍ଣ୍ଣିଝଡ଼ ‘ହାଇସେନ୍‌’: ଜାପାନରେ ହାଇ ଆଲର୍ଟ ଜାରି

ଟୋକିଓ,୬।୯: ଦକ୍ଷିଣ ଜାପାନର ସକିନାଓ୍ବା ଦ୍ୱୀପ ଆଡକୁ ମୁହାଁଉଥିବା ଶକ୍ତିଶାଳୀ ଘୂର୍ଣ୍ଣିଝଡ଼ ‘ହାଇସେନ୍‌’ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହେବା ଆଶଙ୍କା କରାଯାଇ ସେଠାକାର...

ଜାପାନରେ ୬.୩ ତୀବ୍ରତାର ଭୂକମ୍ପ

ଟୋକିଓ,୨୮।୭: ଜାପାନର ସବୁଠାରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ଦ୍ୱୀପ ହୋନ୍ସୁରେ ରବିବାର ସକାଳେ ୬.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଯେଉଁ ଅଞ୍ଚଳରେ ଏହା...

Advertisement
Archives

Model This Week