ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ ଗିରଫ କରିଛି । ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଲକ୍ଷ୍ମୀସାଗର ପୋଲିସ ଏନେଇ ତଦନ୍ତ ଚଳାଇଥିଲା।

ତେବେ ପୋଲିସ ତଦନ୍ତରୁ ଜଣାପଡିଛି ଯେ ଅଭିଯୁକ୍ତ ଏବଂ ପୀଡିତା ଦୁହେଁ ବୁଦ୍ଧନଗର ଅଞ୍ଚଳରେ ଭଡ଼ାଘରେ ଲିଭ-ଇନରେ ରହୁଥିଲେ । ତାଙ୍କ ବିନା ଇଚ୍ଛାରେ ତାଙ୍କ ସହ ଜୋର ଜବରଦସ୍ତ କରିଥିବା ନେଇ ପୀଡିତା ଲକ୍ଷ୍ମୀସାଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏହାପରେ ପୋଲିସ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri