Posted inଜାତୀୟ

ଟ୍ରେନ୍‌ ଟ୍ରାକ୍‌ରେ ରିଲ୍‌ କରିବା ପଡିଲା ମହଙ୍ଗା, ଚାଳିଗଲା ୩ ଜୀବନ

ଗାଜିଆବାଦ୍‌,୧୫।୧୨: ଗାଜିଆବାଦର ମସୁରୀ ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଟ୍ରେନ୍‌ ଟ୍ରାକ୍‌ରେ ରିଲ୍‌ ପ୍ରସ୍ତୁତ କରୁଥିବାବେଳେ ୩ ଜଣଙ୍କ ଜୀବନ ଚାଲିଯାଇଛି। ଏଥିରେ ଜଣେ ମହିଳା ଏବଂ ଦୁଇଜଣ ପୁରୁଷ ସାମିଲ ଅଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି।
ପୋଲିସ ସୂଚନା ଅନୁଯାୟୀ, ବୁଧବାର ରାତିରେ ଏହି ତିନିଜଣ ଭିଡିଓ ପ୍ରସ୍ତୁତ କରୁଥିବାବେଳେ ଗାଜିଆବାଦରୁ ଲକ୍ଷ୍ନୌ ଅଭିମୁଖେ ଯାଉଥିବା ପଦ୍ମାବତ ଏକ୍ସପ୍ରେସ ଟ୍ରେନ ସେମାନଙ୍କୁ ଧକ୍କା ଦେଇଥିଲା। ପଦ୍ମାବତ ଏକ୍ସପ୍ରେସର ଲୋକୋ ପାଇଲଟ ଦାସନା ରେଳ ଷ୍ଟେଶନକୁ ଏହି ସୂଚନା ଦେଇଛନ୍ତି। ମୃତକ ମାନେ ହେଲେ ଶକିଲ (୩୨), ନଦିମ(୨୩) ଏବଂ ଜେନାବ (୨୦)।
ଉଭୟ ଶକିଲ ଏବଂ ନଦିମ ବନ୍ଧୁ ଏବଂ ସେମାନେ ଟ୍ରକ ଡ୍ରାଇଭର ଥିଲେ। ନଦିମ ୬ ମାସ ପୂର୍ବେ ଜେନାବଙ୍କୁ ପ୍ରେମ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri