Posted inଫୁରସତ

ଯୁବତୀ ପଚାରୁଥିଲେ ବିବାହ କେବେ ହେବ? ଜୋରଦାର ଚାପୁଡ଼ା ମାରି ମା’ କହିଲେ…

ସୋସିଆଲ ମିଡିଆରେ ଅନେକ ମଜାଦାର ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ହସର ଖୋରାକ ଯୋଗାଉଥିବା ବେଳେ କିଛି ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ସେଭଳି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଭିଡିଓରେ ଜଣେ ଯୁବତୀ ନିଜ ବିବାହ ବିଷୟରେ ଜାଣିବାକୁ ଚାହୁଁଛନ୍ତି। ଏହି ସମୟରେ ତାଙ୍କ ମା’ ଯାହା କରୁଛନ୍ତି ତାକୁ ସେ ସାରା ଜୀବନ ଭୁଲି ପାରିବେ ନାହିଁ।

କମ୍ପ୍ୟୁଟର ସାମ୍ନାରେ ଯୁବତୀଜଣଙ୍କ ବସିଛନ୍ତି। ସେ ନିଜ ବିବାହ କେବେ ହେବ ସେ ନେଇ ଫିଲ୍ଟର ବ୍ୟବହାର କରୁଛନ୍ତି। ଏହି ସମୟରେ ତାଙ୍କ ମା’ ତାଙ୍କୁ ଜୋରଦାର ଚାପୁଡ଼ା ମାରୁଛନ୍ତି। କାମ କରିବାକୁ ଆଉ କିଛି ନାହିଁ କି ବୋଲି ସେ ମଧ୍ୟ କରୁଛନ୍ତି। ଯୁବତୀଜଣଙ୍କ ଚାପୁଡ଼ା ଖାଇ କାନ୍ଦ କାନ୍ଦ ହୋଇଯାଉଛନ୍ତି।

ଟୁଇଟରରେ ଏହି ଭିଡିଓ ଶେୟାର କରାଯିବା ପରେ ୨୧ ହଜାରରୁ ଅଧିକ ଲୋକ ଏହାକୁ ଦେଖିସାରିଛନ୍ତି। କିଛି ବ୍ୟବହାରକାରୀ ଏଥିରେ ପ୍ରତିକ୍ରିୟା ମଧ୍ୟ ରଖୁଛନ୍ତି। କେହି କେହି ପିଲାଟି ନିଜ ଭବିଷ୍ୟତ ବିଷୟରେ ଜାଣି ପାରିବନି କି ବୋଲି କହୁଥିବା ବେଳେ କିଛି ଏ ହେଉଛନ୍ତି ଭାରତୀୟ ମା’ ବୋଲି କହିଛନ୍ତି।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri