ମା’ଙ୍କୁ ଅପହରଣ କରି ବଳାତ୍କାର ପରେ ହତ୍ୟା ଅଭିଯୋଗ ଆଣିଲେ ଝିଅ

ଭଦ୍ରକ ଅଫିସ,୨୫ା୩: ପୂର୍ବରୁ ମୋ ଭଉଣୀଙ୍କୁ ପେଟ୍ରୋଲ ଢାଳି ପୋଡ଼ି ଦେଇଥିଲେ। ଏବେ ମା’ଙ୍କୁ ଅପହରଣ କରି ବଳାତ୍କାର ପରେ ହତ୍ୟା କରି ଟ୍ରେନ୍‌ ଲାଇନରେ ଫିଙ୍ଗି ଦିଆଯାଇଛି। ଏପରିକି ବାପାଙ୍କୁ ଭୟଭୀତ କରାଇ ମା’ଙ୍କ ଟ୍ରେନ୍‌ରେ କଟି ମୃତ୍ୟୁ ଘଟିଥିବା ଲେଖାଇ ଟିପ ଚିହ୍ନ ନେଇଯାଇଛନ୍ତି। ଆମକୁ ନ୍ୟାୟ ଦରକାର l ଏପରି ଅଭିଯୋଗ କରି ଏସ୍‌ପିଙ୍କ ନିକଟରେ ଶନିବାର ଦ୍ୱାରସ୍ଥ ହୋଇଛନ୍ତି ଭଦ୍ରକ ଜିଲା ବାଂଶଡା ଥାନା ଛେ ଗ୍ରାମର ଦେବେନ୍ଦ୍ର ଦାସଙ୍କ ବିବାହିତା ଝିଅ ସସ୍ମିତା ସାହୁ ।
ସୂଚନାଯୋଗ୍ୟ, ଗତ ଫେବୃୟାରୀ ୨୩ରେ ମା’ ଟୁନି ଦାସଙ୍କ ମୃତଦେହ ଟ୍ରେନ୍‌ ଲାଇନ୍‌ କଡ଼ରୁ ମିଳିଥିଲା। ଏନେଇ ବାଂଶଡ଼ା ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୫/୨୩) ରୁଜୁ କରିଛି l ଘଟଣାର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସସ୍ମିତା ଏସ୍‌ପିଙ୍କ ନିକଟରେ ଲିଖିତ ଭାବେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri