Posted inଫୁରସତ

ସାଇକେଲ ହ୍ୟାଣ୍ଡେଲ ଛାଡ଼ି ‘ପତଲି କମରିଆଁ’ଗୀତରେ ଡ୍ୟାନ୍ସ କଲେ ଯୁବତୀ, ଭିଡିଓ ଦେଖିଲେ…

ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। ସେଥିରୁ କିଛି ଭିଡିଓ ୟୁଜରଙ୍କ ହୃଦୟକୁ ଛୁଇଁଯାଇଥାଏ। ଏବେ ସୋସିଆଲ ମିଡିଆରେ ରିଲ୍‌ସର ଟ୍ରେଣ୍ଡ ଚାଲିଛି। ବଲିଉଡ୍‌ର ହିଟ୍‌ ଗୀତରେ ଲୋକେ ରିଲ୍‌ କରିବାକୁ ପସନ୍ଦ କରୁଛନ୍ତି। ବେଳେବେଳେ ଏମିତି ରିଲ୍‌ କରିଥାନ୍ତି, ଯାହା ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥାଏ। ଏବେ ସେମିତି ଏକ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି।

 

View this post on Instagram

 

A post shared by 🍁 B_ush_ra🍁 (@iamsecretgirl023)

ଜଣେ ଯୁବତୀ ସାଇକେଲର ହ୍ୟାଣ୍ଡେଲ ନ ଧରି ‘ପତଲି କମରିଆଁ ମୋରି’ ଗୀତରେ ଡ୍ୟାନ୍ସ କରୁଛନ୍ତି। ଯୁବତୀଙ୍କ ଏପରି ଅଜବ ଷ୍ଟଣ୍ଟ୍‌ ଡ୍ୟାନ୍ସକୁ ଲୋକମାନେ ବହୁତ ପସନ୍ଦ କରିଛନ୍ତି।

ଯୁବତୀ ଜଣକ ପାରମ୍ପାରିକ ସାଲଓ୍ବାର ଶୁଟ୍‌ ପିନ୍ଧି କଶ୍ମୀର ଝିଅମାନଙ୍କ ପରି ତାଙ୍କ ମୁଣ୍ଡରେ ସ୍କାର୍ଫ ବାନ୍ଧିଛନ୍ତି। ତେବେ ଆଶ୍ଚର୍ଯ୍ୟଜନକ କଥା ହେଉଛି ସାଇକେଲ ଚଲାଇବା ସମୟରେ ସେ ହ୍ୟାଣ୍ଡେଲ ଛାଡ଼ି ଚମତ୍କାର ଡ୍ୟାନ୍ସ କରୁଛନ୍ତି। ଏହି ସମୟରେ ସେ ସାଇକେଲ ଚଲାଇବା ମଧ୍ୟ ବନ୍ଦ କରିନାହାନ୍ତି।

ଏହି ମଜାଳିଆ ଭିଡିଓଟି iamsecretgirl023 ନାମକ ଏକ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଛି। ଡିସେମ୍ବର ୫ରେ ଏହି ଭିଡିଓ ଶେୟାର କରାଯାଇଛି। ଯାହାକୁ ଏପର୍ଯ୍ୟନ୍ତ ୨ କୋଟିରୁ ଅଧିକ ଲୋକ ଦେଖିଥିବାବେଳେ ପ୍ରାୟ ୧୦ ଲକ୍ଷ ଲୋକ ଏହାକୁ ପସନ୍ଦ କରିଛନ୍ତି। ଅନେକ ଲୋକ ଭିଡିଓ ଉପରେ ମନ୍ତବ୍ୟ ଦେଇ ଯୁବତୀଙ୍କୁ ପ୍ରଶଂସା କରିଛନ୍ତି। ଏଥିସହିତ କିଛି ଲୋକ ତାଙ୍କୁ ସତର୍କ ରହିବାକୁ ବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri