Posted inଜାତୀୟ

କେରଳରେ ସ୍ୱାଇନ ଫ୍ଲୁ: ଯମଜ ଭଉଣୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ

କୋଝିକୋଡ,୩ ।୬: କେରଳରେ ପାଦ ରଖିଲାଣି ସ୍ୱାଇନ ଫ୍ଲୁ । କୋଝିକୋଡ ଜିଲାରେ ଜଣେ ୧୨ ବର୍ଷୀୟା ବାଳିକାଙ୍କର ଏଚ୧ଏନ୧ ଭୁତାଣୁ ସଂକ୍ରମଣ ଯୋଗୁ ମୃତ୍ୟୁ ହାଇଥିବା କୁହାଯାଉଛି । ଏହାର ସୂଚନା ଜଣେ ସ୍ୱାସ୍ଥ୍ୟ ଅଧିକାରୀ ଦେଇଛନ୍ତି । ସେ କହିଛନ୍ତି ରବିବାର ଝିଅଟିର ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ହେଲେ ତାଙ୍କ ନମୁନା ପରୀକ୍ଷା ପରେ ଜଣାପଡିଥିଲା କି ସେ ଏଚ୧ଏନ୧ ଭୂତାଣୁରେ ପଡ଼ିତ ଥିଲେ ।
ତାଙ୍କ ଜାଆଁଳା ଭଉଣୀ ବି ଅସୁସ୍ଥ ଥିବାରୁ ତାଙ୍କର ଚିକିତ୍ସା ଏକ ସରକାରୀ ହସ୍ପିଟାଲରେ କରାଯାଉଛି । ଡାକ୍ତରଙ୍କ ସୂଚନା ଅନୁଯାୟୀ, ଏବେ ଛୁଟି କଟାଇବାକୁ ଉଭୟ ଭଉଣୀ ପଡୋଶୀ ରାଜ୍ୟକୁ ଯାଇଥିଲେ । ତେବେ ଅନ୍ୟ ଜଣଙ୍କର ସ୍ୱାସ୍ଥ୍ୟ ସାମାନ୍ୟ ଥିବା କୁହାଯାଉଛି । ସୂଚନାଯୋଗ୍ୟ, ଗତ କିଛିବର୍ଷ ହେବ କେରଳରେ ଏଚ୧ଏନ୧ ଭୁତାଣୁ ସଂକ୍ରମଣ ଲାଗାତର ଭାବେ ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର, ବନ୍ଧା ହେଲେ ଅଭିଯୁକ୍ତ

ସୁନ୍ଦରଗଡ,୨୬ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ପୋଲିସ ଶନିବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ…

ପୁଣି ଶିବମନ୍ଦିରକୁ ଟାର୍ଗେଟ୍‌ କଲେ ଦୁର୍ବୃତ୍ତ, ମନ୍ଦିର ଖୋଲିଲା ବେଳକୁ ଏମିତି ଦେଖି…

ଗଞ୍ଜାମ,୨୬ା୪(ବିଦ୍ୟାଧର ସାହୁ): କିଛି ଦିନର ନୀରବତା ପରେ ପୁଣି ଶିବ ମନ୍ଦିରକୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ। ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମରେ…

ବସ୍‌ର କାଚରେ ଭବିଷ୍ୟବାଣୀ ଲେଖିଥିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ଯିଏ ଦେଖୁଛି ସିଏ କରୁଛି ପ୍ରଶଂସା

ନୂଆଦିଲ୍ଲୀ,୨୬।୪: ପ୍ରତିବର୍ଷ, IPL ଆକାଶରେ ନୂତନ ତାରାମାନେ ଉଜ୍ଜ୍ୱଳ ଭାବରେ ଝଲସୁଛନ୍ତି। ତଥାପି, 2026 ସିଜିନ ଜଣେ ଯୁବ ଧୁରନ୍ଧରଙ୍କ ନାମ ଆସିଛି ଯିଏ ପ୍ରତିଷ୍ଠିତ କ୍ରିକେଟ…

କିଏ ଚଳାଇଥିଲେ ଟ୍ରମ୍ପଙ୍କ ଡିନର୍‌ ସମୟରେ ଗୁଳି? ସାମ୍ନାକୁ ଆସିଲା ଫଟୋ

ୱାଶିଂଟନ ଡିସି,୨୬।୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ବାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏହି ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମରେ…

ବସ୍‌କୁ ଓଭରଟେକ୍‌ କରିବା ସମୟରେ ଦୁର୍ଘଟଣା, ରାସ୍ତାକଡ଼କୁ ଖସି ପଡ଼ିବାରୁ…

ବାଲିଗୁଡ଼ା,୨୬ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଘରୋଇ ଯାତ୍ରୀବାହୀ ବସ୍‌ ସହ ଏକ କାର୍‌ର ମୁହାଁମୁହିଁ ଧକ୍କା ହୋଇ ରାସ୍ତାକଡ଼କୁ ଖସିପଡ଼ିଛି ବସ୍‌। ଅଳ୍ପକେ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି…

ଚାଲିଗଲା ଅଧିନାୟକ ପଦ, ପ୍ୟାଟ କମିନ୍ସଙ୍କୁ ନେଇ ବଡ଼ ବୟାନ ଦେଲେ ଈଶାନ କିଷନ

ହାଇଦ୍ରାବାଦ,୨୬।୪: ଆଇପିଏଲ୍‌ରେ ଚଳିତ ସିଜିନରେ ସନରାଇଜର୍ସ ହାଇଦ୍ରାବାଦ (SRH) ର ବିଜୟ ରଥ ଅଟକିବାର ନାଁ ନେଉନାହିଁ। ପ୍ୟାଟ କମିନ୍ସଙ୍କ ନେତୃତ୍ୱରେ ଦଳ ପୁଣିଥରେ ଏକ ଚମତ୍କାର…

ଖୋଲା ଖୋଲି ପ୍ରେମର ଘୋଷଣା କଲେ ଅର୍ଶଦୀପ! ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୬।୪: ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ, ବର୍ତ୍ତମାନ IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଛନ୍ତି, ଏହି ସିଜିନରେ ତାଙ୍କ ବୋଲିଂ ଅପେକ୍ଷା ତାଙ୍କ…

ଲୋୟର ସୁକତେଲ ଡ୍ୟାମ୍‌ରୁ ସ୍ଥାୟୀ ଜଳସେଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ବଲାଙ୍ଗୀର ସର୍କିଟ ହାଉସ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶନିବାର ଲୋଇସିଂହା ଓ ଆଗଲପୁର ବ୍ଲକର ମିଳିତ କୃଷକ ସଂଘର୍ଷ ସମିତି ଏକ ପ୍ରତିନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri