Posted inଜାତୀୟ

ଦିଲ୍ଲୀ କାଂଞ୍ଝେୱାଲା ମାମଲା: ଯୁବତୀଙ୍କୁ କରାଯାଇନି ବଳାତ୍କାର! ପୋଲିସର ଏଫଏସଏଲ ରିପୋର୍ଟକୁ ଅପେକ୍ଷା

ନୂଆଦିଲ୍ଲୀ,୩ ।୧: ରାଜଧାନୀ ଦିଲ୍ଲୀର କାଂଞ୍ଝେୱାଲା ହତ୍ୟା ମାମଲାରେ ଯୁବତୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ ସମ୍ପର୍କରେ ବିଶେଷ ସୂତ୍ରରୁ ସୂଚନା ମିଳିଛି । ଏଥିରୁ ଜଣାପଡିଛି କି ଯୁବତିଙ୍କୁ ବଳାତ୍କାର କରାଯାଇନାହିଁ । ତାଙ୍କ ପ୍ରାଇଭେଟ ପାର୍ଟରେ କୌଣସି ଆଘାତ ମଧ୍ୟ ଲାଗି ନାହିଁ । ହେଲେ ରିପୋର୍ଟ ଏବେ ପର୍ଯ୍ୟନ୍ତ ପୋଲିସକୁ ଦିଆଯାଇନାହିଁ । ଏବେ ଏଫଏସଏଲ ରିପୋର୍ଟକୁ ଅପେକ୍ଷା କରାଯାଇଛି ।
ଜାନୁୟାରୀ ୨ରେ ମୌଲାନା ଆଜାଦ ମେଡିକାଲ କଲେଜର ମୋର୍ଚରିରେ ଯୁବତୀଙ୍କ ମୃତଦେହ ପୋଷ୍ଟମର୍ଟମ କରାଯାଇଥିଲା । ମେଡିକାଲ ବୋର୍ଡ ଜରିଆରେ ଏହି ପୋଷ୍ଟମର୍ଟମ କରାଯାଇଥିଲା । ହେଲେ ମୃତ ଯୁବତୀଙ୍କ ପରିବାର ସଦସ୍ୟ ଅଭିଯୋଗ କରିଥିଲେ କି ଦୁର୍ଘଟଣା ହେବା ପୂର୍ବରୁ ତାଙ୍କୁ ବଳାତ୍କାର କରାଯାଇଥିଲା । ଏହାପରେ ରାଷ୍ଟ୍ରିୟ ମହିଳା ଆୟୋଗ ଦିଲ୍ଲୀ ପୋଲିସକୁ ପତ୍ର ଲେଖି ପୀଡ଼ିତାଙ୍କ ଯୌନ ଉତ୍ପିଡନ ହୋଇଛି ନା ନାହିଁ ଏହାର ଯାଞ୍ଚ କରିବାକୁ ଦାବି କରିଥିଲେ ।
ଏବେ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ପୋର୍ଷ୍ଟ ମର୍ଟମ ରିପୋର୍ଟ ସମ୍ନାକୁ ଆସିନାହିଁ । କିଛି ସମୟ ପରେ ସମସ୍ତ ରିପୋର୍ଟ ସାମ୍ନାକୁ ଆସିବ । କାରଣ କିଛି ସମୟ ପରେ ଅର୍ଥାତ୍ ମଙ୍ଗଳବାର ଯୁବତୀଙ୍କ ସଂସ୍କାର କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri