ବ୍ରାହ୍ମଣୀ ସ୍ରୋତରେ ଭାସିଗଲେ ଯୁବତୀ

ରାଜନଗର,୧୭।୫(ଡି.ଏନ୍‌.ଏ.): ରାଜନଗର ବ୍ଲକ ବନ୍ଧପଡ଼ା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଗୁରୁବାର ଜଣେ ଯୁବତୀ ଭାସି ଯାଇଥିଲେ। ଗ୍ରାମର ଲିଜାରାଣୀ ପ୍ରଧାନ ତାଙ୍କର ଦୁଇ ସାନଭଉଣୀଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଛି। ତେବେ ହଠାତ୍‌ ନଦୀ ସ୍ରୋତରେ ଲିଜାରାଣୀ ଓ ତାଙ୍କ ଦୁଇ ଭଉଣୀ ଭାସି ଯାଇଥିଲେ। ଏହା ଦେଖିପାରି ନଦୀକୂଳରେ ଥିବା ସେହି ଗ୍ରାମର ଅଜୟ ପ୍ରଧାନ ନଦୀକୁ ଡେଇଁ ପ୍ରଥମେ ଦୁଇଭଉଣୀକୁ ଉଦ୍ଧାର କରିଥିଲେ। ପରେ ଲିଜାରାଣୀଙ୍କୁ ମୁର୍ର୍ମୂଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦ୍ରାପଡ଼ା ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଲିଜାରାଣୀଙ୍କୁ ମୃତ ଘୋଷଣା କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

କେନ୍ଦୁଝର (ସ୍ବ.ପ୍ର.): କେନ୍ଦୁଝର ଷ୍ଟାଡିୟମ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ...

ଦେବଦୂତ ସାଜିଲେ ଡାକ୍ତର: ଅନାଥ ପିଲାକୁ ଭାରରେ ବୋହି ଡାକ୍ତରଖାନା ନେଲେ

ମାଲକାନଗିରି,୧୭।୯(ସ୍ବ.ପ୍ର): ମାଲକାନଗିରି ଜିଲା ଖଇରିପୁଟ ବ୍ଲକ ବଣ୍ଡାଘାଟି ବଡ଼ଡୁରାଲ ପଞ୍ଚାୟତ ନୂଆଗୁଡ଼ା ଗ୍ରାମର ଜଣେ ୧୨ ବର୍ଷର ଅନାଥ ପିଲା କମୁଳୁ କିରସାନିଙ୍କ ପେଟ ଫୁଲିବା...

ମାଟି ପାଇଁ ଏକାଠି: ଅଞ୍ଚଳର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ବରିଷ୍ଠ ନାଗରିକ

ରାସୋଳ, ୨୦।୪(ଡି.ଏନ୍‌.ଏ.)-କିଏ ଭୋକିଲା ନ ରହୁ। ଦୂରେଇ ନ ଯାଉ ଶୈଶବରେ ଶିକ୍ଷାର ସ୍ବପ୍ନ। ପରିଣତ ବୟସରେ ପରିବାରରେ ଅବହେଳିତ ନ ହୁଅନ୍ତୁ ବୃଦ୍ଧାବୃଦ୍ଧ। ବୃଦ୍ଧାଶ୍ରମ...

ଜଗତ୍‌ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୩୦ା୧: ଜଗତ୍‌ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ...

ପରିବହନ ବିଭାଗର ଚଢାଉ : ୬ ସ୍କୁଲ ବସ, ୪ ଅଟୋ ଉପରେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଜୋରିମନା

କୋରାପୁଟ,୨୦।୪(ସ୍ବ.ପ୍ର): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ପରେ କୋରାପୁଟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ କୋରାପୁଟ ଓ ସେମିଳିଗୁଡା ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ...

କୋଭିଡ୍‌-୧୯ରୁ ମୁକ୍ତି ପାଇଁ ଗ୍ରାମଦେବତୀଙ୍କ ନିକଟରେ ପୂଜା

ବେଗୁନିଆପଡ଼ା,୨୯ା୪(ଡି.ଏନ.ଏ.)-କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇଦେଇଥିବା ବେଳେ ଏଥିପାଇଁ ସଚେତନତା ସୃଷ୍ଟି କରିବା ପାଇଁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରାଯାଉଛି। ମଙ୍ଗଳବାର ବେଗୁନିଆପଡ଼ା ବ୍ଲ୍ଳକ ଏସ୍‌.ଛଚିନା...

ସୁନ୍ଦରଗଡ଼ ଜିଲାପାଳଙ୍କ ଅଭିନବ ପ୍ରୟାସ: ‘ବହିପଢ଼’ ଅଭିଯାନର ଶୁଭାରମ୍ଭ

ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍‌.ଏ) – ସମ୍ପ୍ରତି ଇଣ୍ଟରନେଟ୍‌ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ...

ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ପୁରୀ ଅଫିସ,୧।୭-ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିଛନ୍ତି ତିନିଠାକୁର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ, ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ଶେଷ...

Advertisement
Archives

Model This Week