Posted inଜାତୀୟ

ଅପହୃତା ନାବାଳିକାଙ୍କୁ ହରିୟାଣାରେ ବିକ୍ରି ପରେ ବଳାତ୍କାର: ୭ ଗିରଫ

କୋର୍ବା(ଛତିଶଗଡ଼),୨୨।୧୨: ଛତିଶଗଡ଼ରୁ ଜଣେ ନାବାଳିକାଙ୍କୁ ଅପହରଣ କରି ହରିୟାଣାର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରାଯାଇଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଘଟଣାରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି।

ଗତ ଅକ୍ଟୋବର ୧୧ତାରିଖରେ ନାବାଳିକାଙ୍କୁ ଛତିଶଗଡ଼ କୋର୍ବା ଜିଲାରୁ ଅପହରଣ କରି ନିଆଯାଇଥିଲା। ଏଥିରେ ପରିବାର ଲୋକେ ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ନିଖୋଜ ହେବାର ୨ ମାସ ପରେ ପୋଲିସ ପୀଡ଼ିତାଙ୍କୁ ହରିୟାଣାରୁ ଉଦ୍ଧାର କରିଛି। ଅନ୍ୟପକ୍ଷେ ନାବାଳିକାଙ୍କୁ କିଣିଥିବା ୩୫ ବର୍ଷୀୟ ବ୍ୟକ୍ତି ଜଣକ ତାଙ୍କୁ ବାରମ୍ବାର ବଳାତ୍କାର କରିଥିବା ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ନ ଥିବେ ଡୋନାଲ୍ଡ ଟ୍ରମ୍ପଙ୍କ ଏମିତି ପ୍ରଶଂସକ!

ହାଇଦ୍ରାବାଦ୍‌,୧୮।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ କରିବା ପାଇଁ...

ପଶ୍ଚିମବଙ୍ଗ ଗସ୍ତରେ ଶାହା: ରାଜ୍ୟର ଉନ୍ନତି ପାଇଁ ଦକ୍ଷିଣେଶ୍ୱରକାଳୀଙ୍କୁ କଲେ ପ୍ରାର୍ଥନା

କୋଲକାତା,୬।୧୧: ପଶ୍ଚିମବଙ୍ଗ ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରକାଳୀଙ୍କ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ...

ରାଷ୍ଟ୍ରପତି ନିର୍ବାଚନ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୯।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ବୁଧବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ସହିତ ଶୀର୍ଷକୋର୍ଟ ଡ. ମାଣ୍ଡତି...

ମୋଦି ସରକାରଙ୍କ ୨.୦କୁ ଗୋଟିଏ ବର୍ଷ: ଜାତି ଉଦ୍ଦେଶ୍ୟରେ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳି ସରକାରଙ୍କୁ ଏକ ବର୍ଷ ପୂରଣ ହୋଇଛି। ଏହି ବର୍ଷପୂର୍ତ୍ତି ଅବସରରେ ମୋଦି ଜାତି ଉଦ୍ଦେଶ୍ୟରେ ଏକ ଚିଠି...

ବିଷାକ୍ତ ଧୂଆଁ ନେଲା ୪ ଶିଶୁ, ମା’ଙ୍କ ଜୀବନ

ନୂଆଦିଲ୍ଲୀ, ୧୯ା୧: ବିଷାକ୍ତ ଧୂଆଁ କାରଣରୁ ଜଣେ ୩୦ ବର୍ଷୀୟା ମହିଳା ଓ ତାଙ୍କ ୪ ଛୁଆ ପ୍ରାଣ ହରାଇଛନ୍ତି। ଏହି ଘଟଣା ରାଜଧାନୀର ଓଲ୍ଡ...

ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଗୃହ ବିଭାଗ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୩୦।୧୨: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଅସନ୍ତୁଷ୍ଟ ବିଧାୟକମାନଙ୍କୁ ମନାଇବା ପାଇଁ ମଙ୍ଗଳବାର ନିଜ କ୍ୟାବିନେଟ ସମ୍ପ୍ରସାରଣ କରିଥିଲେ। ହେଲେ ଏହି ବିସ୍ତାର ପରେ...

କରୋନାରେ ସଂକ୍ରମଣରେ ଡିଏମ୍‌କେ ବିଧାୟକ ଜେ. ଅମ୍ବାଜଗନଙ୍କ ମୃତ୍ୟୁ

ଚେନ୍ନାଇ, ୧୦।୬: କରୋନା ସଂକ୍ରମଣ ଯୋଗୁ ତାମିଲନାଡୁର ଡିଏମ୍‌କେ ବିଧାୟକ ଜେ. ଅମ୍ବାଜଗନଙ୍କର ମୃତ୍ୟୁ ଘଟିଛି। ବୁଧବାର ସକାଳ ୭ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ସୁଧୁରୁନି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୫।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ପରିବର୍ତ୍ତନ ଆସୁ ନ ଥିବା ଶନିବାର ସକାଳେ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଏବେବି ସେ...

Advertisement
Archives

Model This Week