ଯୁବତୀଙ୍କୁ ହତ୍ୟା କରି ଚିଲିକା କୂଳରେ ପୋତିଦେବା ଅଭିଯୋଗ

ବ୍ରହ୍ମଗିରି,୨୫।୭(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ କରି ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ମୃତଦେହ ଉଦ୍ଧାର କରାଯାଇ ନ ଥିବା ସୂଚନା ମିଳିଛି।

ତେବେ ଉକ୍ତ ଥାନା ଅନ୍ତର୍ଗତ ଶ୍ରୀକରପୁରର ଜଣେ ଯୁବତୀଙ୍କୁ ଉକ୍ତ ଗ୍ରାମର ଜଣେ ଯୁବକ ପ୍ରେମ କରି ପ୍ରତାରଣା କରିଥିଲେ। ୫ ଦିନ ତଳେ ତାଙ୍କୁ ଅପହରଣ କରି ହତ୍ୟା କରିବା ପରେ ଚିଲିକା କୂଳରେ ପୋତି ଦେଇଥିବା ଯୁବତୀଙ୍କ ବାପା ବ୍ରହ୍ମଗିରି ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ରହିଛି

ନୂଆପଡା ଅଫିସ,୪ା୧୦- ସ୍ଥାନୀୟ ମହାମାୟା କଲେଜରେ ଚାଲିଥିବା ମହାବିଦ୍ୟାଳୟସ୍ତରୀୟ ଯୁବ ରେଡକ୍ରସ ଶିବିର ଉଦ୍‌ଯାପିତ ହୋଇଯାଇଛି। ଗୁରୁବାର ମହାମାୟା କଲେଜରୁ ଛାତ୍ରୀଛାତ୍ରମାନଙ୍କ ଏକ ଶୋଭାଯାତ୍ରା ବାହାରି...

ମାଙ୍କଡ ମାଂସ ଖାଉଥିବା ସମ୍ପ୍ରଦାୟର ୬ ଗିରଫ

ବୌଦ୍ଧ, ୩୦।୪: ମାଙ୍କଡ ଶିକାର ଅଭିଯୋଗରେ ବୌଦ୍ଧ ବନ ବିଭାଗ ଏକ ଶିକାରୀ ଦଳର ୬ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର...

ଆଠମଲ୍ଲିକ ବିଧାୟକଙ୍କ ଖବରଦାତା ସମ୍ମିଳନୀ : ସ୍ବର୍ଣ୍ଣ ତ୍ରିଭୁଜ ପର୍ଯ୍ୟଟନସ୍ଥଳ ପାଇଁ ଦିଆଯିବ ପ୍ରସ୍ତାବ

ଅନୁଗୋଳ ଅଫିସ, ୮।୬- ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଉନ୍ନତି ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି ବିଧାୟକ ରମେଶ ଚନ୍ଦ୍ର ସାଏ। ପ୍ରଶାସନିକ କ୍ଷେତ୍ରରେ ଥିବା ନିଜର ଦୀର୍ଘବର୍ଷର...

ଆଶୀର୍ବାଦ ଯୋଜନା ପାଇଁ ଲାଞ୍ଚ

ନୟାଗଡ଼ ଅଫିସ,୨୭।୧୦: ଲାଞ୍ଚ ନ ଦେଲେ ଆଶୀର୍ବାଦ ଯୋଜନାରେ ନାମ ତାଲିକାଭୁକ୍ତ କରାଯାଉନାହିଁ। ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ୧ ହଜାର ଟଙ୍କା ନ ଦେଲେ ଦରଖାସ୍ତକୁ...

ଜିଲା ବାହାର ଶ୍ରମିକଙ୍କୁ ନେଇ ଠିକାସଂସ୍ଥାରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍‌ଜୋନ୍‌ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ...

ପୂର୍ବ ଶତ୍ରୁତା: ଯୁବକଙ୍କୁ ଗୋଡ଼ାଇ ହାଣିଲେ

ରଣପୁର,୮ା୧୧(ସ୍ବ.ପ୍ର.): ପୂର୍ବ ଶତ୍ରୁତାକୁ ନେଇ ରଣପୁର ଥାନା ରାମଚନ୍ଦ୍ରପୁର ଗାଁର ଅଶୋକ କୁମାର ସେଠୀ(୩୨)ଙ୍କୁ ବୁଧବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର ୩ ଯୁବକ...

କାମାକ୍ଷାନଗରରେ ଆଦିବାସୀଙ୍କ ମେଳି: ୧୦ ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କାମାକ୍ଷାନଗର,୨୨।୭(ଡି.ଏନ.ଏ.)- ୧୦ ଦଫା ଦାବିରେ ଆଦିବାସୀ କ୍ରାନ୍ତି ସଂଗଠନ, ଆଦିବାସୀ ଚେତନା ସଂଗଠନ ଓ ମିଳିତ ଆଦିବାସୀ ସଂଘର୍ଷ ମଞ୍ଚର ଶତାଧିକ ଆଦିବାସୀ ସୋମବାର କାମାକ୍ଷାନଗର...

ରବିବାର ସକାଳେ ୨ ଘଣ୍ଟା

ବାହାନଗା, ୪ା୩ – ପ୍ଲାଷ୍ଟିକ ମୁକ୍ତ, ପଲିଥିନ ମୁକ୍ତ ପରିବେଶ ଗଢିବା ଆମ ପାଇଁ ଏବେ ଚ୍ୟାଲେଞ୍ଜ ହୋଇପଡିଛି। ହେଲେ ବାଲେଶ୍ୱର ଜିଲା ବାହାନଗା ବ୍ଲକ...

Advertisement
Archives

Model This Week