Posted inଫୁରସତ

ଚିପ୍ସ ପ୍ୟାକେଟରୁ ପ୍ରସ୍ତୁତ ଶାଢ଼ି ପିନ୍ଧି ଚମକାଇଲେ ଯୁବତୀ,ସୃଜନଶୀଳତାକୁ ଦେଖି ଲୋକେ କାବା

ଆଳୁ ଚିପ୍ସ କାହାକୁ ବା ନାପସନ୍ଦ। ଅନେକ ଲୋକ ବେଶ ମଜାରେ ଏହାକୁ ଖାଇଥାନ୍ତି। ହେଲେ ପ୍ୟାକେଟ୍‌କୁ ସଂଗ୍ରହ କରି ଘରେ ରଖିବା କିମ୍ବା ସେଥିରୁ କିଛି ପ୍ରସ୍ତୁତ କରିବା କଥା ଉଠିଲେ, ଅନେକଙ୍କ ଉତ୍ତର ନାଁ ହେବ। ଏବେ ଜଣେ ଯୁବତୀ ଚିପ୍ସର ପ୍ୟାକେଟ୍‌ ବ୍ୟବହାର କରି ଏକ ଶାଢ଼ି ତିଆରି କରିଛନ୍ତି, ଯାହାକୁ ଦେଖିବା ପରେ ଲୋକମାନେ ଚକିତ ହୋଇଯାଇଛନ୍ତି। ବର୍ତ୍ତମାନ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଯୁବତୀଜଣଙ୍କ ନିଜ ପସନ୍ଦର ଚିପ୍ସ ଖାଇ ତାର ପ୍ୟାକେଟକୁ ସାଇତି ରଖିଥିଲେ। ପରେ ସେ ପ୍ୟାକେଟ୍‌ଗୁଡ଼ିକୁ ଯୋଡ଼ି ଏକ ସ୍ବତନ୍ତ୍ର ଶାଢ଼ୀ ପ୍ରସ୍ତୁତ କରିଥିଲେ। କେବଳ ଏତିକି ନୁହେଁ ସେ ଏହାକୁ ପିନ୍ଧିଥିବା ମଧ୍ୟ ଦେଖିବାକୁ ମିଳିଛି। ଏହାର ଭିଡିଓକୁ ପ୍ରଥମେ ‘Mae.co.in’ ନାମକ ଆକାଉଣ୍ଟରୁ ଶେୟାର କରିଥିଲେ। ଏବେ ଇନ୍‌ଷ୍ଟାଗ୍ରାମର ‘bebqdass.in’ ଆକାଉଣ୍ଟରୁ ତାହାକୁ ଶେୟାର କରାଯିବା ପରେ ଲୋକମାନେ ଯୁବତୀଙ୍କ ପ୍ରଶଂସା କରୁଛନ୍ତି। ଲକ୍ଷ ଲକ୍ଷ ଲୋକ ଏହାକୁ ଦେଖିଥିବା ବେଳେ ହଜାର ହଜାର ଏହାର ପ୍ରଶଂସା କରୁଛନ୍ତି।

ଦେଖନ୍ତୁ ଭିଡିଓ:

 

View this post on Instagram

 

A post shared by BeBadass.in (@bebadass.in)


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri