Posted inଫୁରସତ

ନାଚି ନାଚି ଯୁବକଙ୍କୁ ଟ୍ରେନ୍‌ ଟ୍ରାକ୍‌କୁ ଠେଲି ଦେଲେ ଯୁବତୀ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ଅନେକ ଥର ସୋସିଆଲ ମିଡିଆରେ ମଜାଳିଆ ଭିଡିଓ ଭାଇରାଲ ହୋଇଥାଏ। ଏହିପରି ଭିଡିଓ ଲୋକମାନଙ୍କୁ ହସାଇଥାଏ। ଆଜିକାଲି ଇଣ୍ଟରନେଟରେ ଏମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜଣେ ଯୁବତୀ ନାଚି ନାଚି ଏପରି କାର୍ଯ୍ୟ କରିଥିଲେ ଯେ ତାଙ୍କ ସାମ୍ନାରେ ଥିବା ବ୍ୟକ୍ତି ରାଗିଯାଇ ତାଙ୍କୁ ଚାପୁଡ଼ା ମାରିଥିଲେ।
ଭାଇରାଲ ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଜଣେ ଯୁବତୀ ରେଳ ଟ୍ରାକ୍‌ ପାଖରେ ନାଜିବାରେ ବ୍ୟସ୍ତ ଥାନ୍ତି। ଏହା ପରେ ସେ ହଠାତ୍‌ ସେହି ବାଟ ଦେଇ ଯାଉଥିବା ଜଣେ ବ୍ୟକ୍ତିଙ୍କୁ ଟ୍ରାକ୍‌ ପାଖକୁ ଠେଲି ଦିଅନ୍ତି। ଏହା ଦେଖି ସମ୍ପୃକ୍ତ ବ୍ୟକ୍ତି ରାଗିଯାଇ ତାଙ୍କୁ ଚାପୁଡ଼ା ମାରିଛନ୍ତି। ତଥାପି ଏହା ଯୁବତୀଙ୍କ ଉପରେ କୌଣସି ପ୍ରଭାବ ପକାଇ ନ ଥିଲା। ସେ ନୃତ୍ୟ ପରିବେଷଣ କରି ଚାଲିଥିଲେ। ଭିଡିଓଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ seemakanojiya87 ନାମକ ଜଣେ ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୨ ମିଲିୟନରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି। ଏଥି ସହିତ ଅନେକ ୟୁଜର୍ସ ମଧ୍ୟ ଏହା ଉପରେ ନିଜର ମତାମତ ଦେଇଛନ୍ତି। ଲୋକମାନେ ଏହି ପୋଷ୍ଟକୁ ମଜାଳିଆ ପ୍ରତିକ୍ରିୟା ଦେଉଛନ୍ତି।
ଭାଇରାଲ ଭିଡିଓରେ ଲୋକମାନେ ଅନେକ ମଜାଦାର ପ୍ରତିକ୍ରିୟା ଦେଉଛନ୍ତି। ଅନ୍ୟ ଜଣେ ୟୁଜର୍ସ ଲେଖିଛନ୍ତି – ମୁଁ ସରକାରଙ୍କୁ ଅନୁରୋଧ କରୁଛି ଯେ ଏହିପରି ଲୋକଙ୍କ ପାଇଁ ଏକ ପୃଥକ ଦେଶ ସୃଷ୍ଟି କରନ୍ତୁ।

 

View this post on Instagram

 

A post shared by Seema Kanojiya (@seemakanojiya87)


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?