Posted inଫୁରସତ

ଶାଢ଼ି ପିନ୍ଧି ସ୍କେଟିଂ କଲେ କୁନି ଝିଅ, ଭିଡିଓ ଦେଖିଲେ…

କେରଳରେ ଓନମ ପର୍ବ ପାଳନ କରାଯାଇଥିଲା। ଏହି ପର୍ବରେ ମହିଳାମାନେ ପ୍ରାୟତଃ ସେମାନଙ୍କର ପ୍ରିୟ ପୋଷାକ ‘କସାବୁ’ ଶାଢ଼ି ପିନ୍ଧନ୍ତି। ଏହି ଅବସରରେ ଏକ କୁନି ଝିଅ କାସବୁ ଶାଢ଼ି ପିନ୍ଧି ଚମତ୍କାର ସ୍କେଟିଂ କରିଥିଲେ। ଏବେ ତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ସ୍କେଟିଂ କରୁଥିବା ଝିଅର ପ୍ରତ୍ୟେକ ଷ୍ଟେପ୍‌ ଆପଣଙ୍କ ହୃଦୟ ଜିତିବ। ତାଙ୍କର ପ୍ରତିଭା ଦେଖି ଆପଣ ନିଶ୍ଚିତ ଭାବରେ କରତାଳି ଦେବାକୁ ବାଧ୍ୟ ହେବେ।

 

 

View this post on Instagram

 

A post shared by Navaf Sharafudheen (@navaf__)

ଭିଡିଓରେ ଦେଖାଯାଇଥିବା ଝିଅଙ୍କ ନାମ ହେଉଛି ଆୟରା ଅୟମାନ ଖାନ। ତାଙ୍କୁ ମାତ୍ର ପାଞ୍ଚ ବର୍ଷ । ଫଟୋଗ୍ରାଫର ନଓ୍ବାଫ ଶାରଫୁଦ୍ଦିନଙ୍କ ଦ୍ୱାରା ଆୟରା ସ୍କେଟିଂର ଭିଡିଓ ପ୍ରସ୍ତୁତ କରାଯାଇଛି। ସେ ପୁଣିଥରେ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ navaf__ରେ ଆୟରା ଭିଡିଓ ପୋଷ୍ଟ କରିଛନ୍ତି। ଏହି ପୋଷ୍ଟରେ ସେ ଆୟରାଙ୍କୁ ମଧ୍ୟ ଟ୍ୟାଗ୍‌ କରିଛନ୍ତି।

ସ୍କେଟିଂକୁ ବହୁତ ଭଲ ପାଆନ୍ତି ଆୟରା। ସେ ବହୁତ କମ୍‌ ବୟସରୁ ସ୍କେଟିଂ ଆରମ୍ଭ କରିଥିଲେ। ସେଥିପାଇଁ ଆଜି ସେ ଏତେ କୌଶଳ ସହିତ ସ୍କେଟ କରିବାକୁ ସକ୍ଷମ ଅଟନ୍ତି। ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟ @airahaymenkhan ରେ ସ୍କେଟିଂ କରିବାର ଅନେକ ଭିଡିଓ ପୋଷ୍ଟ କରିଛନ୍ତି।

କୋଚିସ୍ଥିତ ଏକ ଘରୋଇ ସ୍କେଟପାର୍କରେ ଆୟରାଙ୍କ ଏହି ଭିଡିଓ ପ୍ରସ୍ତୁତ କରାଯାଇଛି। ତାଙ୍କ ଭିଡିଓ ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷରୁ ଅଧିକ ଥର ଦେଖାଯାଇଥିବା ବେଳେ ୫ ଲକ୍ଷରୁ ଅଧିକ ଲାଇକ୍‌ ମଧ୍ୟ ମିଳିଛି। ୟୁଜରମାନେ ଆୟରାଙ୍କ ସ୍କେଟିଂକୁ ଖୁବ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri